Joshua 1:6 — Compare Translations

5 translations compared side by side

Odia - 1840
"ଯିହାଶୂେୟ, ତୁମ୍ଭେ ବଳବାନ୍ ଓ ସାହାସୀ ହକ୍ସ୍ଟଅ। ତୁମ୍ଭେ ଏହି ଲୋକମାନଙ୍କୁ ଆଗଇେ ନିଅ, ଯେପରି କି ସମାନେେ ସମାନଙ୍କେର ଦେଶ ଅଧିକାର କରି ପାରିବେ। ମୁ ତାଙ୍କ ପୂର୍ବପୁରୁଷମାନଙ୍କ ଠା ରେ ପ୍ରତିଜ୍ଞା କରିଥିଲି ଯେ, ମୁ ସମାନଙ୍କେୁ ସହେି ଦେଶ ଦବେି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ବଳବାନ ଓ ସାହସିକ ହୁଅ; କାରଣ ଏମାନଙ୍କ ପୂର୍ବପୁରୁଷଗଣ ନିକଟରେ ଯେଉଁ ଦେଶ ଦେବାକୁ ଆମ୍ଭେ ଶପଥ କରିଅଛୁ, ତାହା ତୁମ୍ଭେ ଏମାନଙ୍କୁ ଅଧିକାର କରାଇବ ।
Odia Bible ERV 2004 (ପବିତ୍ର ବାଇବଲ)
“ଯିହୋଶୂୟ, ତୁମ୍ଭେ ବଳବାନ୍ ଓ ସାହସୀ ହୁଅ। ତୁମ୍ଭେ ଏହି ଲୋକମାନଙ୍କୁ ଆଗେଇ ନିଅ, ଯେପରି କି ସେମାନେ ସେମାନଙ୍କର ଦେଶ ଅଧିକାର କରି ପାରିବେ। ମୁଁ ତାଙ୍କ ପୂର୍ବପୁରୁଷମାନଙ୍କଠାରେ ପ୍ରତିଜ୍ଞା କରିଥିଲି ଯେ, ମୁଁ ସେମାନଙ୍କୁ ସେହି ଦେଶ ଦେବି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ବଳବାନ ଓ ସାହସିକ ହୁଅ; କାରଣ ଏମାନଙ୍କ ପୂର୍ବପୁରୁଷଗଣ ନିକଟରେ ଯେଉଁ ଦେଶ ଦେବାକୁ ଆମ୍ଭେ ଶପଥ କରିଅଛୁ, ତାହା ତୁମ୍ଭେ ଏମାନଙ୍କୁ ଅଧିକାର କରାଇବ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ବଳବାନ ଓ ସାହସିକ ହୁଅ; କାରଣ ଏମାନଙ୍କ ପୂର୍ବପୁରୁଷଗଣ ନିକଟରେ ଯେଉଁ ଦେଶ ଦେବାକୁ ଆମ୍ଭେ ଶପଥ କରିଅଛୁ, ତାହା ତୁମ୍ଭେ ଏମାନଙ୍କୁ ଅଧିକାର କରାଇବ।