Joshua 1:7 — Compare Translations

5 translations compared side by side

Odia - 1840
"କିନ୍ତୁ ତୁମ୍ଭେ ବଳବାନ ଓ ସାହାସୀ ହକ୍ସ୍ଟଅ। ଅନ୍ୟ କଥା ମାନିବାକକ୍ସ୍ଟ ତୁମ୍ଭେ ନିଶ୍ଚିତ ମାରେ ଦାସ ମାଶାଙ୍କେର ଆଦେଶ ପାଳନ କରିବ। ଯଦି ତୁମ୍ଭେ ତାଙ୍କର ଉପଦେଶ ଠିକ୍ ଭାବରେ ପାଳନ କରିବ, ତବେେ ତୁମ୍ଭେ ଯେଉଁ କର୍ମ କରିବ ସେଥି ରେ ଉତ୍ତିର୍ଣ୍ଣ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ଆମ୍ଭର ସେବକ ମୋଶା ତୁମ୍ଭକୁ ଯେସମସ୍ତ ବ୍ୟବସ୍ଥା ଆଦେଶ କରିଅଛି, ସେସବୁ ତୁମ୍ଭେ ମାନିବାକୁ ଓ କରିବାକୁ ବଳବାନ ଓ ଅତି ସାହସିକ ହୁଅ; ତହିଁର ଦକ୍ଷିଣକୁ କି ବାମକୁ ଫେର ନାହିଁ, ତହିଁରେ ତୁମ୍ଭେ ଯେକୌଣସି ସ୍ଥାନକୁ ଯିବ, ସେଠାରେ କୁଶଳ ପ୍ରାପ୍ତ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ତୁମ୍ଭେ ବଳବାନ ଓ ସାହସୀ ହୁଅ। ଅନ୍ୟ କଥା ମାନିବାକୁ ତୁମ୍ଭେ ନିଶ୍ଚିତ ମୋର ଦାସ ମୋଶାଙ୍କର ଆଦେଶ ପାଳନ କରିବ। ଯଦି ତୁମ୍ଭେ ତାଙ୍କର ଉପଦେଶ ଠିକ୍ ଭାବରେ ପାଳନ କରିବ, ତେବେ ତୁମ୍ଭେ ଯେଉଁ କର୍ମ କରିବ ସେଥିରେ ଉତ୍ତୀର୍ଣ୍ଣ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ଆମ୍ଭର ସେବକ ମୋଶା ତୁମ୍ଭକୁ ଯେସମସ୍ତ ବ୍ୟବସ୍ଥା ଆଦେଶ କରିଅଛି, ସେସବୁ ତୁମ୍ଭେ ମାନିବାକୁ ଓ କରିବାକୁ ବଳବାନ ଓ ଅତି ସାହସିକ ହୁଅ; ତହିଁର ଦକ୍ଷିଣକୁ କି ବାମକୁ ଫେର ନାହିଁ, ତହିଁରେ ତୁମ୍ଭେ ଯେକୌଣସି ସ୍ଥାନକୁ ଯିବ, ସେଠାରେ କୁଶଳ ପ୍ରାପ୍ତ ହେବ।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ଆମ୍ଭର ସେବକ ମୋଶା ତୁମ୍ଭକୁ ଯେ ସମସ୍ତ ବ୍ୟବସ୍ଥା ଆଦେଶ କରିଅଛି, ସେସବୁ ତୁମ୍ଭେ ମାନିବାକୁ ଓ କରିବାକୁ ବଳବାନ ଓ ଅତି ସାହସିକ ହୁଅ; ତହିଁର ଦକ୍ଷିଣକୁ କି ବାମକୁ ଫେର ନାହିଁ, ତହିଁରେ ତୁମ୍ଭେ ଯେକୌଣସି ସ୍ଥାନକୁ ଯିବ, ସେଠାରେ କୁଶଳ ପ୍ରାପ୍ତ ହେବ।