Joshua 1:8 — Compare Translations
5 translations compared side by side
Odia - 1840
"ସର୍ବଦା ଏହି ବ୍ଯବସ୍ଥା ପୁସ୍ତକ ତକ୍ସ୍ଟମ୍ଭ ସମ୍ମକ୍ସ୍ଟଖରକ୍ସ୍ଟ ବିଚଳିତ ନ ହେଉ। ଦିନ ରାତି ଏହି ନିଯମ ପୁସ୍ତକକକ୍ସ୍ଟ ପଠନ କର। ତବେେ ତୁମ୍ଭେ ନିଶ୍ଚିତ ହାଇପୋରିବ। ଏହି ନିଯମକକ୍ସ୍ଟ ପାଳନ କର, ଯାହା ଏହି ପୁସ୍ତକକରେ ଲଖାେ ହାଇେ ଅଛି। ଯଦି ତୁମ୍ଭେ ଏପରି କର, ତବେେ ତୁମ୍ଭେ ବକ୍ସ୍ଟଦ୍ଧିମାନ ଓ ପ୍ରେତ୍ୟକକ କାର୍ୟ୍ଯ ରେ କୃତକାର୍ୟ୍ଯ ହବେ, ଯାହା ତୁମ୍ଭେ କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହି ବ୍ୟବସ୍ଥା ପୁସ୍ତକ ତୁମ୍ଭ ମୁଖରୁ ବିଚଳିତ ନ ହେଉ, ମାତ୍ର ତୁମ୍ଭେ ତହିଁର ଲେଖାନୁସାରେ ମାନିବାକୁ ଓ କରିବାକୁ ଦିବାରାତ୍ର ତାହା ଧ୍ୟାନ କର; ତାହା କଲେ, ତୁମ୍ଭେ ଆପଣା ପଥ ସଫଳ କରିବ ଓ ତୁମ୍ଭେ କୁଶଳ ପ୍ରାପ୍ତ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ସର୍ବଦା ଏହି ବ୍ୟବସ୍ଥା ପୁସ୍ତକ ତୁମ୍ଭ ସମ୍ମୁଖରୁ ବିଚଳିତ ନ ହେଉ। ଦିନରାତି ଏହି ନିୟମ ପୁସ୍ତକକୁ ପଠନ କର। ତେବେ ତୁମ୍ଭେ ନିଶ୍ଚିତ ହୋଇ ପାରିବ। ଏହି ନିୟମକୁ ପାଳନ କର, ଯାହା ଏହି ପୁସ୍ତକରେ ଲେଖା ହୋଇ ଅଛି। ଯଦି ତୁମ୍ଭେ ଏପରି କର, ତେବେ ତୁମ୍ଭେ ବୁଦ୍ଧିମାନ ଓ ପ୍ରତ୍ୟେକ କାର୍ଯ୍ୟରେ କୃତକାର୍ଯ୍ୟ ହେବ, ଯାହା ତୁମ୍ଭେ କରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହି ବ୍ୟବସ୍ଥା-ପୁସ୍ତକ ତୁମ୍ଭ ମୁଖରୁ ବିଚଳିତ ନ ହେଉ, ମାତ୍ର ତୁମ୍ଭେ ତହିଁର ଲେଖାନୁସାରେ ମାନିବାକୁ ଓ କରିବାକୁ ଦିବାରାତ୍ର ତାହା ଧ୍ୟାନ କର; ତାହା କଲେ, ତୁମ୍ଭେ ଆପଣା ପଥ ସଫଳ କରିବ ଓ ତୁମ୍ଭେ କୁଶଳ ପ୍ରାପ୍ତ ହେବ।
Odia IRV 2017 (ଓଡିଆ ବାଇବେଲ)
ଏହି ବ୍ୟବସ୍ଥା ପୁସ୍ତକ ତୁମ୍ଭ ମୁଖରୁ ବିଚଳିତ ନ ହେଉ, ମାତ୍ର ତୁମ୍ଭେ ତହିଁର ଲେଖାନୁସାରେ ମାନିବାକୁ ଓ କରିବାକୁ ଦିବାରାତ୍ର ତାହା ଧ୍ୟାନ କର; ତାହା କଲେ, ତୁମ୍ଭେ ଆପଣା ପଥ ସଫଳ କରିବ ଓ ତୁମ୍ଭେ କୁଶଳ ପ୍ରାପ୍ତ ହେବ।