Joshua 1:9 — Compare Translations

5 translations compared side by side

Odia - 1840
"ମନରେଖ, ମୁ ତୁମ୍ଭକୁ ସାହାସୀ ଓ ଶକ୍ତିଶାଳୀ ହବୋ ପାଇଁ ନିର୍ଦ୍ଧେଶ ଦଇେଅଛି। ତେଣୁ ତୁମ୍ଭେ ଭୟଭୀତ କିଅବା ହତାଶ ହକ୍ସ୍ଟଅ ନାହିଁ, କାରଣ ତୁମ୍ଭେ ଯେଉଁ ଆଡେ ୟିବ, ସଦାପ୍ରଭୁ ତକ୍ସ୍ଟମ୍ଭ ପରମେଶ୍ବର ତୁମ୍ଭର ସଙ୍ଗି ହବେେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆମ୍ଭେ କି ତୁମ୍ଭକୁ ଆଜ୍ଞା ଦେଇ ନାହୁଁ? ବଳବାନ ହୁଅ ଓ ସାହସିକ ହୁଅ; ତ୍ରାସଯୁକ୍ତ ହୁଅ ନାହିଁ, କି ହତାଶ ହୁଅ ନାହିଁ; କାରଣ ତୁମ୍ଭେ ଯେଉଁଆଡ଼େ ଯିବ, ସଦାପ୍ରଭୁ ତୁମ୍ଭ ପରମେଶ୍ଵର ତୁମ୍ଭର ସଙ୍ଗୀ ହେବେ ।
Odia Bible ERV 2004 (ପବିତ୍ର ବାଇବଲ)
ମନେରଖ, ମୁଁ ତୁମ୍ଭକୁ ସାହସୀ ଓ ଶକ୍ତିଶାଳୀ ହେବା ପାଇଁ ନିର୍ଦ୍ଦେଶ ଦେଇଅଛି। ତେଣୁ ତୁମ୍ଭେ ଭୟଭୀତ କିଅବା ହତାଶ ହୁଅ ନାହିଁ, କାରଣ ତୁମ୍ଭେ ଯେଉଁଆଡ଼େ ଯିବ, ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭର ସଙ୍ଗୀ ହେବେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆମ୍ଭେ କି ତୁମ୍ଭକୁ ଆଜ୍ଞା ଦେଇ ନାହୁଁ? ବଳବାନ ହୁଅ ଓ ସାହସିକ ହୁଅ; ତ୍ରାସଯୁକ୍ତ ହୁଅ ନାହିଁ, କି ହତାଶ ହୁଅ ନାହିଁ; କାରଣ ତୁମ୍ଭେ ଯେଉଁଆଡ଼େ ଯିବ, ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭର ସଙ୍ଗୀ ହେବେ।”
Odia IRV 2017 (ଓଡିଆ ବାଇବେଲ)
ଆମ୍ଭେ କି ତୁମ୍ଭକୁ ଆଜ୍ଞା ଦେଇ ନାହୁଁ? ବଳବାନ ହୁଅ ଓ ସାହସିକ ହୁଅ; ତ୍ରାସଯୁକ୍ତ ହୁଅ ନାହିଁ, କି ହତାଶ ହୁଅ ନାହିଁ; କାରଣ ତୁମ୍ଭେ ଯେଉଁଆଡ଼େ ଯିବ, ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭର ସଙ୍ଗୀ ହେବେ।