Joshua 10:1 — Compare Translations

5 translations compared side by side

Odia - 1840
"ଏହି ସମୟରେ ଅଦୋନିଷଦକେ ୟିରକ୍ସ୍ଟଶାଲମର ରାଜା ଥିଲେ। ରାଜା ଶୁଣିବାକୁ ପାଇଲେ, ଯେ ଯିହାଶୂେୟ ଅଯକକ୍ସ୍ଟ ପରାସ୍ତ କରି ସଐୂର୍ଣ ଭାବେ ଧ୍ବଂସ କରିଛନ୍ତି। ରାଜା ଜାଣିବାକକ୍ସ୍ଟ ପାଇଲେ ଯେ, ଯିହାଶୂେୟ ଯିରୀହାେ ଓ ତାଙ୍କ ରାଜା ପ୍ରତି ଯାହା କରିଥିଲେ, ସହେିପରି ଅଯ ଓ ତା'ର ରାଜାଙ୍କକ୍ସ୍ଟ କଲେ। ଆଉ ରାଜା ଜାଣିବାକକ୍ସ୍ଟ ପାଇଲେ ଯେ, ଗିବିଯୋନମାନେ ଇଶ୍ରାୟେଲମାନଙ୍କ ସହିତ ଶାନ୍ତିଚକ୍ସ୍ଟକ୍ତି କରିଛନ୍ତି ଏବଂ ସହେି ଲୋକମାନେ ୟିରକ୍ସ୍ଟଶାଲମ ନିକଟରେ ବାସ କରୁଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ଯିହୋଶୂୟ ଅୟକୁ ହସ୍ତଗତ କରି ବର୍ଜିତ ରୂପେ ବିନାଶ କରିଅଛନ୍ତି, ପୁଣି ଯିରୀହୋ ଓ ତହିଁର ରାଜା ପ୍ରତି ଯେରୂପ କରିଥିଲେ, ସେରୂପ ଅୟ ଓ ତହିଁର ରାଜା ପ୍ରତି କରିଅଛନ୍ତି, ଆଉ ଗିବିୟୋନ ନିବାସୀମାନେ ଇସ୍ରାଏଲ ସହିତ ସନ୍ଧି କରି ସେମାନଙ୍କ ମଧ୍ୟବର୍ତ୍ତୀ ହୋଇଅଛନ୍ତି, ଏହିସବୁ କଥା ଯିରୂଶାଲମର ରାଜା ଅଦୋନିଷେଦକ ଶୁଣନ୍ତେ, ଲୋକମାନେ ଅତିଶୟ ଭୀତ ହେଲେ ।
Odia Bible ERV 2004 (ପବିତ୍ର ବାଇବଲ)
The Day the Sun Stood Still ଏହି ସମୟରେ ଅଦୋନିଷେଦକ ଯିରୁଶାଲମର ରାଜା ଥିଲେ। ରାଜା ଶୁଣିବାକୁ ପାଇଲେ, ଯେ ଯିହୋଶୂୟ ଅୟକୁ ପରାସ୍ତ କରି ସମ୍ପୂର୍ଣ୍ଣ ଭାବେ ଧ୍ୱଂସ କରିଛନ୍ତି। ରାଜା ଜାଣିବାକୁ ପାଇଲେ ଯେ, ଯିହୋଶୂୟ ଯିରୀହୋ ଓ ତାଙ୍କ ରାଜା ପ୍ରତି ଯାହା କରିଥିଲେ, ସେହିପରି ଅୟ ଓ ତା’ର ରାଜାଙ୍କୁ କଲେ। ଆଉ ରାଜା ଜାଣିବାକୁ ପାଇଲେ ଯେ, ଗିବିୟୋନୀୟମାନେ ଇସ୍ରାଏଲମାନଙ୍କ ସହିତ ଶାନ୍ତିଚୁକ୍ତି କରିଛନ୍ତି ଏବଂ ସେହି ଲୋକମାନେ ଯିରୁଶାଲମ ନିକଟରେ ବାସ କରୁଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ଯିହୋଶୂୟ ଅୟକୁ ହସ୍ତଗତ କରି ସମ୍ପୂର୍ଣ୍ଣ ରୂପେ ବିନାଶ କରିଅଛନ୍ତି, ପୁଣି ଯିରୀହୋ ଓ ତହିଁର ରାଜା ପ୍ରତି ଯେରୂପ କରିଥିଲେ, ସେରୂପ ଅୟ ଓ ତହିଁର ରାଜା ପ୍ରତି କରିଅଛନ୍ତି, ଆଉ ଗିବୀୟୋନ୍‍ ନିବାସୀମାନେ ଇସ୍ରାଏଲ ସହିତ ସନ୍ଧି କରି ସେମାନଙ୍କ ମଧ୍ୟବର୍ତ୍ତୀ ହୋଇଅଛନ୍ତି, ଏହିସବୁ କଥା ଯିରୂଶାଲମର ରାଜା ଅଦୋନିଷେଦକ ଶୁଣନ୍ତେ, ଲୋକମାନେ ଅତିଶୟ ଭୀତ ହେଲେ।
Odia IRV 2017 (ଓଡିଆ ବାଇବେଲ)