Joshua 10:11 — Compare Translations
5 translations compared side by side
Odia - 1840
"ଯେତବେେଳେ ସମାନେେ ଇଶ୍ରାୟେଲୀୟମାନଙ୍କଠାରକ୍ସ୍ଟ ବୈଥୋରୋଣ ରାସ୍ତା ରେ ଗଡାଣି ଆଡକକ୍ସ୍ଟ ଦୌଡି ଆ ସକୋ ପର୍ୟ୍ଯନ୍ତ ପଳାଇଲେ, ସଦାପ୍ରଭୁ ସମାନଙ୍କେ ଉପରେ କକ୍ସ୍ଟଆପଥର ବୃଷ୍ଟି କଲେ। ତେଣୁ ସମାନଙ୍କେ ମଧ୍ଯରକ୍ସ୍ଟ ବହକ୍ସ୍ଟତ ମୃତକ୍ସ୍ଟ୍ଯବରଣ କଲେ। ୟକ୍ସ୍ଟଦ୍ଧ ରେ ଅସ୍ତ୍ର ରେ ମୃତକ୍ସ୍ଟ୍ଯବରଣ କରିଥିବା ଲୋକମାନଙ୍କ ସଂଖ୍ଯା ଅପେକ୍ଷା କକ୍ସ୍ଟଆପଥର ବୃଷ୍ଟି ରେ ମୃତକ୍ସ୍ଟ୍ଯବରଣ କରିଥିବା ଲୋକମାନଙ୍କର ସଂଖ୍ଯା ଅଧିକ ଅଟେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିରେ ସେମାନେ ଇସ୍ରାଏଲ ସମ୍ମୁଖରୁ ପଳାଉ ପଳାଉ ଯେତେବେଳେ ବୈଥୋରୋଣର ଗଡ଼ାଣି ପଥରେ ଉପସ୍ଥିତ ହେଲେ, ସେତେବେଳେ ସଦାପ୍ରଭୁ ଅସେକା ପର୍ଯ୍ୟନ୍ତ ସେମାନଙ୍କ ଉପରେ ଆକାଶରୁ ବଡ଼ ବଡ଼ ଶିଳାବୃଷ୍ଟି କଲେ, ତହିଁରେ ସେମାନେ ମଲେ; ଇସ୍ରାଏଲ ସନ୍ତାନମାନେ ଖଡ଼୍ଗରେ ଯେତେ ଲୋକ ବଧ କରିଥିଲେ, ତତୋଧିକ ଲୋକ ଶିଳାବୃଷ୍ଟିରେ ମଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଯେତେବେଳେ ସେମାନେ ଇସ୍ରାଏଲୀୟମାନଙ୍କଠାରୁ ବୈଥୋରୋଣ ରାସ୍ତାରେ ଗଡ଼ାଣି ଆଡ଼କୁ ଦୌଡ଼ି ଅସେକା ପର୍ଯ୍ୟନ୍ତ ପଳାଇଲେ, ସଦାପ୍ରଭୁ ସେମାନଙ୍କ ଉପରେ କୁଆପଥର ବୃଷ୍ଟି କଲେ। ତେଣୁ ସେମାନଙ୍କ ମଧ୍ୟରୁ ଅନେକେ ମୃତ୍ୟୁବରଣ କଲେ। ଯୁଦ୍ଧ ଅସ୍ତ୍ରରେ ମୃତ୍ୟୁବରଣ କରିଥିବା ଲୋକମାନଙ୍କ ସଂଖ୍ୟା ଅପେକ୍ଷା କୁଆପଥର ବୃଷ୍ଟିରେ ମୃତ୍ୟୁବରଣ କରିଥିବା ଲୋକମାନଙ୍କର ସଂଖ୍ୟା ଅଧିକ ଅଟେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିରେ ସେମାନେ ଇସ୍ରାଏଲ ସମ୍ମୁଖରୁ ପଳାଉ ପଳାଉ ଯେତେବେଳେ ବେଥ୍-ହୋରଣର ଗଡ଼ାଣି ପଥରେ ଉପସ୍ଥିତ ହେଲେ, ସେତେବେଳେ ସଦାପ୍ରଭୁ ଅସେକା ପର୍ଯ୍ୟନ୍ତ ସେମାନଙ୍କ ଉପରେ ଆକାଶରୁ ବଡ଼ ବଡ଼ ଶିଳାବୃଷ୍ଟି କଲେ, ତହିଁରେ ସେମାନେ ମଲେ; ଇସ୍ରାଏଲ ସନ୍ତାନମାନେ ଖଡ୍ଗରେ ଯେତେ ଲୋକ ବଧ କରିଥିଲେ, ତତୋଧିକ ଲୋକ ଶିଳାବୃଷ୍ଟିରେ ମଲେ।
Odia IRV 2017 (ଓଡିଆ ବାଇବେଲ)