Joshua 10:13 — Compare Translations
5 translations compared side by side
Odia - 1840
"ତେଣୁ ଲୋକମାନେ ଆପଣା ଶତୃମାନଙ୍କୁ ପରାସ୍ତ ନ କରିବା ପର୍ୟ୍ଯନ୍ତ ସୂର୍ୟ୍ଯ ଓ ଚନ୍ଦ୍ର ସ୍ତବ୍ଧ ହେଲେ। ଏହା ୟାଶର ପୁସ୍ତକକରେ ଲଖାେ ଅଛି। ଆଉ ସୂର୍ୟ୍ଯ ଆକାଶର ମଝି ସ୍ଥାନ ରେ ସ୍ତବ୍ଧ ରହିଲା ଓ ପ୍ରାଯ ସଐକ୍ସ୍ଟର୍ଣ ଏକ ଦିନ ଅସ୍ତ ୟିବାକକ୍ସ୍ଟ ଚଞ୍ଚଳ ହେଲା ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ଲୋକମାନେ ଆପଣା ଶତ୍ରୁମାନଙ୍କଠାରୁ ପରିଶୋଧ ନେବା ପର୍ଯ୍ୟନ୍ତ ସୂର୍ଯ୍ୟ ସ୍ତବ୍ଧ ହେଲା ଓ ଚନ୍ଦ୍ର ସ୍ଥଗିତ ହେଲା । ଏହା କି ଯାଶେର୍ ପୁସ୍ତକରେ ଲେଖା ନାହିଁ? ଆଉ ସୂର୍ଯ୍ୟ ଆକାଶର ମଧ୍ୟସ୍ଥାନରେ ସ୍ଥଗିତ ରହିଲା ଓ ପ୍ରାୟ ସମ୍ପୂର୍ଣ୍ଣ ଏକ ଦିନ ଅସ୍ତ ଯିବାକୁ ଚଞ୍ଚଳ ହେଲା ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ଲୋକମାନେ ଆପଣା ଶତ୍ରୁମାନଙ୍କୁ ପରାସ୍ତ ନ କରିବା ପର୍ଯ୍ୟନ୍ତ ସୂର୍ଯ୍ୟ ଓ ଚନ୍ଦ୍ର ସ୍ତବ୍ଧ ହେଲେ। ଏହା ଯାଶେର୍ ପୁସ୍ତକରେ ଲେଖା ଅଛି। ଆଉ ସୂର୍ଯ୍ୟ ଆକାଶର ମଝି ସ୍ଥାନରେ ସ୍ତବ୍ଧ ରହିଲା ଓ ପ୍ରାୟ ସମ୍ପୂର୍ଣ୍ଣ ଏକ ଦିନ ଅସ୍ତ ଯିବାକୁ ଚଞ୍ଚଳ ହେଲା ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ଲୋକମାନେ ଆପଣା ଶତ୍ରୁମାନଙ୍କଠାରୁ ପରିଶୋଧ ନେବା ପର୍ଯ୍ୟନ୍ତ ସୂର୍ଯ୍ୟ ସ୍ତବ୍ଧ ହେଲା ଓ ଚନ୍ଦ୍ର ସ୍ଥଗିତ ହେଲା। ଏହା କି ନ୍ୟାୟ ପୁସ୍ତକରେ ଲେଖା ନାହିଁ? ଆଉ ସୂର୍ଯ୍ୟ ଆକାଶର ମଧ୍ୟସ୍ଥାନରେ ସ୍ଥଗିତ ରହିଲା ଓ ପ୍ରାୟ ସମ୍ପୂର୍ଣ୍ଣ ଏକ ଦିନ ଅସ୍ତ ଯିବାକୁ ଚଞ୍ଚଳ ହେଲା ନାହିଁ।
Odia IRV 2017 (ଓଡିଆ ବାଇବେଲ)