Joshua 10:14 — Compare Translations

5 translations compared side by side

Odia - 1840
"ଏହା ପୂର୍ବରକ୍ସ୍ଟ ବା ଏହାପରେ ଏପରି ଦିନ ଆଉ ହାଇେ ନାହିଁ। ସହେି ଦିନ ସଦାପ୍ରଭୁ ମନକ୍ସ୍ଟଷ୍ଯର କଥା ଏରୂପେ ଶୁଣିଲେ। କାରଣ ସଦାପ୍ରଭୁ ଇଶ୍ରାୟେଲ ସପକ୍ଷ ରେ ୟକ୍ସ୍ଟଦ୍ଧ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେଉଁ ଦିନ ସଦାପ୍ରଭୁ ମନୁଷ୍ୟର ରବ ଏରୂପ ଶୁଣିଲେ, ଏଥିପୂର୍ବେ ବା ଏଉତ୍ତାରେ ଏପରି ଦିନ ଆଉ ହୋଇ ନାହିଁ; କାରଣ ସଦାପ୍ରଭୁ ଇସ୍ରାଏଲ ପକ୍ଷରେ ଯୁଦ୍ଧ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପୂର୍ବରୁ ବା ଏହା ପରେ ଏପରି ଦିନ ଆଉ ହୋଇ ନାହିଁ। ସେହି ଦିନ ସଦାପ୍ରଭୁ ମନୁଷ୍ୟର କଥା ଏରୂପେ ଶୁଣିଲେ। କାରଣ ସଦାପ୍ରଭୁ ଇସ୍ରାଏଲ ସପକ୍ଷରେ ଯୁଦ୍ଧ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେଉଁ ଦିନ ସଦାପ୍ରଭୁ ମନୁଷ୍ୟର ରବ ଏରୂପ ଶୁଣିଲେ, ଏଥିପୂର୍ବେ ବା ଏଉତ୍ତାରେ ଏପରି ଦିନ ଆଉ ହୋଇ ନାହିଁ; କାରଣ ସଦାପ୍ରଭୁ ଇସ୍ରାଏଲ ପକ୍ଷରେ ଯୁଦ୍ଧ କଲେ।
Odia IRV 2017 (ଓଡିଆ ବାଇବେଲ)
ଯେଉଁ ଦିନ ସଦାପ୍ରଭୁ ମନୁଷ୍ୟର ରବ ଏରୂପ ଶୁଣିଲେ, ଏଥିପୂର୍ବେ ବା ଏଉତ୍ତାରେ ଏପରି ଦିନ ଆଉ ହୋଇ ନାହିଁ; କାରଣ ସଦାପ୍ରଭୁ ଇସ୍ରାଏଲ ପକ୍ଷରେ ଯୁଦ୍ଧ କଲେ।