Joshua 10:15 — Compare Translations
5 translations compared side by side
Odia - 1840
"ଏହାପରେ ଯିହାଶୂେୟ ଇଶ୍ରାୟେଲର ସମସ୍ତ ସୈନ୍ଯବାହୀନି ସହିତ ଗିଲ୍ଗଲ ଛାଉଣୀକି ଲେଉଟି ଆସିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଉତ୍ତାରେ ଯିହୋଶୂୟ ଓ ତାଙ୍କ ସହିତ ସମୁଦାୟ ଇସ୍ରାଏଲ ଗିଲ୍ଗଲ୍-ଛାଉଣିକି ନେଉଟି ଆସିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ଯିହୋଶୂୟ ଇସ୍ରାଏଲର ସମସ୍ତ ସୈନ୍ୟବାହିନୀ ସହିତ ଗିଲ୍ଗଲ୍ ଛାଉଣିକି ଲେଉଟି ଆସିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଉତ୍ତାରେ ଯିହୋଶୂୟ ଓ ତାଙ୍କ ସହିତ ସମୁଦାୟ ଇସ୍ରାଏଲ ଗିଲ୍ଗଲ୍ ଛାଉଣିକୁ ନେଉଟି ଆସିଲେ।
Odia IRV 2017 (ଓଡିଆ ବାଇବେଲ)
ଏଉତ୍ତାରେ ଯିହୋଶୂୟ ଓ ତାଙ୍କ ସହିତ ସମୁଦାୟ ଇସ୍ରାଏଲ ଗିଲ୍ଗଲ୍-ଛାଉଣିକୁ ନେଉଟି ଆସିଲେ।