Joshua 10:16 — Compare Translations
5 translations compared side by side
Odia - 1840
"ଏଥି ମଧିଅରେ ସହେି ପାଞ୍ଚ ରାଜା ପଳାଇ ମକ୍କଦୋ ଗକ୍ସ୍ଟମ୍ଫା ରେ ନିଜ ନିଜକକ୍ସ୍ଟ ଲକ୍ସ୍ଟଗ୍ଭଇଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିମଧ୍ୟରେ ସେହି ପାଞ୍ଚ ରାଜା ପଳାଇ ମକ୍କେଦା ଗୁମ୍ପାରେ ଆପଣାମାନଙ୍କୁ ଲୁଚାଇଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଏଥି ମଧ୍ୟରେ ସେହି ପାଞ୍ଚ ରାଜା ପଳାଇ ମକ୍କେଦା ଗୁମ୍ଫାରେ ନିଜ ନିଜକୁ ଲୁଗ୍ଭଇଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିମଧ୍ୟରେ ସେହି ପାଞ୍ଚ ରାଜା ପଳାଇ ମକ୍କେଦା ଗୁମ୍ଫାରେ ଆପଣାମାନଙ୍କୁ ଲୁଚାଇଲେ।
Odia IRV 2017 (ଓଡିଆ ବାଇବେଲ)
ଏଥିମଧ୍ୟରେ ସେହି ପାଞ୍ଚ ରାଜା ପଳାଇ ମକ୍କେଦା ଗୁମ୍ଫାରେ ଆପଣାମାନଙ୍କୁ ଲୁଚାଇଲେ।