Joshua 10:17 — Compare Translations

5 translations compared side by side

Odia - 1840
"ତେଣୁ ସହେି ପାଞ୍ଚ ରାଜା ପାଳାଇ ମକ୍କଦୋ ଗକ୍ସ୍ଟମ୍ଫା ରେ ଲକ୍ସ୍ଟଚି ରହିଛନ୍ତି। ଏକଥା ୟିହୋଶୂଯ ଯେତବେେଳେ ଜାଣିଲେ,"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ସେହି ପାଞ୍ଚ ରାଜା ମକ୍କେଦା ଗୁମ୍ପାରେ ଲୁଚି ରହିଅଛନ୍ତି, ଏ କଥା ଯିହୋଶୂୟଙ୍କୁ କୁହାଯାʼନ୍ତେ,
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ସେହି ପାଞ୍ଚ ରାଜା ପାଳାଇ ମ‌କ୍‌କେଦା ଗୁମ୍ଫାରେ ଲୁଚି ରହିଛନ୍ତି। ଏ କଥା ଯିହୋଶୂୟ ଯେତେବେଳେ ଜାଣିଲେ,
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ “ସେହି ପାଞ୍ଚ ରାଜା ମକ୍କେଦା ଗୁମ୍ଫାରେ ଲୁଚି ରହିଅଛନ୍ତି,” ଏ କଥା ଯିହୋଶୂୟଙ୍କୁ କୁହାଯାʼନ୍ତେ,
Odia IRV 2017 (ଓଡିଆ ବାଇବେଲ)
ତହୁଁ ସେହି ପାଞ୍ଚ ରାଜା ମକ୍‍କେଦା ଗୁମ୍ଫାରେ ଲୁଚି ରହିଅଛନ୍ତି, ଏ କଥା ଯିହୋଶୂୟଙ୍କୁ କୁହାଯା’ନ୍ତେ,