Joshua 10:18 — Compare Translations

5 translations compared side by side

Odia - 1840
"ୟିହୋଶୂଯ କହିଲେ, ବଡ ବଡ ପ୍ରସ୍ତର ଫଳକ ଗମ୍ଫା ମକ୍ସ୍ଟହଁକକ୍ସ୍ଟ ଗଡାଇ ଦିଅ ଓ ସମାନଙ୍କେୁ ଜଗିବା ପାଇଁ ଲୋକ ନିୟକ୍ସ୍ଟକ୍ତ କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯିହୋଶୂୟ କହିଲେ, ବଡ଼ ବଡ଼ ପଥର ଗୁମ୍ପା ମୁହଁକୁ ଗଡ଼ାଇଦିଅ ଓ ସେମାନଙ୍କୁ ରକ୍ଷା କରିବା ପାଇଁ ଲୋକ ନିଯୁକ୍ତ କର ।
Odia Bible ERV 2004 (ପବିତ୍ର ବାଇବଲ)
ଯିହୋଶୂୟ କହିଲେ, “ବଡ଼ ବଡ଼ ପ୍ରସ୍ତର ଫଳକ ଗୁମ୍ଫା ମୁହଁକୁ ଗଡ଼ାଇ ଦିଅ ଓ ସେମାନଙ୍କୁ ଜଗିବା ପାଇଁ ଲୋକ ନିଯୁକ୍ତ କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯିହୋଶୂୟ କହିଲେ, “ବଡ଼ ବଡ଼ ପଥର ଗୁମ୍ଫା ମୁହଁକୁ ଗଡ଼ାଇଦିଅ ଓ ସେମାନଙ୍କୁ ରକ୍ଷା କରିବା ପାଇଁ ଲୋକ ନିଯୁକ୍ତ କର।
Odia IRV 2017 (ଓଡିଆ ବାଇବେଲ)
ଯିହୋଶୂୟ କହିଲେ, ବଡ଼ ବଡ଼ ପଥର ଗୁମ୍ଫା ମୁହଁକୁ ଗଡ଼ାଇଦିଅ ଓ ସେମାନଙ୍କୁ ରକ୍ଷା କରିବା ପାଇଁ ଲୋକ ନିଯୁକ୍ତ କର।