Joshua 10:19 — Compare Translations
5 translations compared side by side
Odia - 1840
"ତୁମ୍ଭମାନେେ ବନ୍ଦ କର ନାହିଁ। ତୁମ୍ଭର ଶତୃମାନଙ୍କ ପଛ ରେ ଗୋଡଅ। ସମାନଙ୍କେୁ ପଛରକ୍ସ୍ଟ ଆକ୍ରମଣ କର। ସମାନଙ୍କେର ଲୋକମାନଙ୍କୁ ସମାନଙ୍କେର ନଗର ରେ ପହଞ୍ଚିବାକକ୍ସ୍ଟ ଦିଅ ନାହିଁ। କାରଣ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ବର ସମାନଙ୍କେୁ ତୁମ୍ଭମାନଙ୍କ ହସ୍ତରକ୍ସ୍ଟ ଦଇେଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ତୁମ୍ଭେମାନେ ସ୍ଥଗିତ ହୋଇ ରୁହ ନାହିଁ; ଆପଣା ଶତ୍ରୁମାନଙ୍କ ପଛେ ପଛେ ଗୋଡ଼ାଅ, ସେମାନଙ୍କ ପଛରେ ଥିବା ଲୋକମାନଙ୍କୁ ଉଚ୍ଛିନ୍ନ କର; ସେମାନଙ୍କୁ ତାଙ୍କ ନଗର ଭିତରକୁ ଯିବାକୁ ଦିଅ ନାହିଁ; କାରଣ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ଵର ସେମାନଙ୍କୁ ତୁମ୍ଭମାନଙ୍କ ହସ୍ତରେ ସମର୍ପଣ କରିଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେମାନେ ବନ୍ଦ କର ନାହିଁ। ତୁମ୍ଭର ଶତ୍ରୁମାନଙ୍କ ପଛରେ ଗୋଡ଼ଅ। ସେମାନଙ୍କୁ ପଛରୁ ଆକ୍ରମଣ କର। ସେମାନଙ୍କର ଲୋକମାନଙ୍କୁ ସେମାନଙ୍କର ନଗରରେ ପହଞ୍ଚିବାକୁ ଦିଅ ନାହିଁ। କାରଣ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ସେମାନଙ୍କୁ ତୁମ୍ଭମାନଙ୍କ ହସ୍ତରେ ଦେଇଛନ୍ତି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ତୁମ୍ଭେମାନେ ସ୍ଥଗିତ ହୋଇ ରୁହ ନାହିଁ; ଆପଣା ଶତ୍ରୁମାନଙ୍କ ପଛେ ପଛେ ଗୋଡ଼ାଅ, ସେମାନଙ୍କ ପଛରେ ଥିବା ଲୋକମାନଙ୍କୁ ଉଚ୍ଛିନ୍ନ କର; ସେମାନଙ୍କୁ ତାଙ୍କ ନଗର ଭିତରକୁ ଯିବାକୁ ଦିଅ ନାହିଁ; କାରଣ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ସେମାନଙ୍କୁ ତୁମ୍ଭମାନଙ୍କ ହସ୍ତରେ ସମର୍ପଣ କରିଅଛନ୍ତି।”
Odia IRV 2017 (ଓଡିଆ ବାଇବେଲ)
ମାତ୍ର ତୁମ୍ଭେମାନେ ସ୍ଥଗିତ ହୋଇ ରୁହ ନାହିଁ; ଆପଣା ଶତ୍ରୁମାନଙ୍କ ପଛେ ପଛେ ଗୋଡ଼ାଅ, ସେମାନଙ୍କ ପଛରେ ଥିବା ଲୋକମାନଙ୍କୁ ଉଚ୍ଛିନ୍ନ କର; ସେମାନଙ୍କୁ ତାଙ୍କ ନଗର ଭିତରକୁ ଯିବାକୁ ଦିଅ ନାହିଁ; କାରଣ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ସେମାନଙ୍କୁ ତୁମ୍ଭମାନଙ୍କ ହସ୍ତରେ ସମର୍ପଣ କରିଅଛନ୍ତି।