Joshua 10:2 — Compare Translations

5 translations compared side by side

Odia - 1840
"ତେଣୁ ଆଦୋନିଷଦେକ୍ ଏବଂ ତାଙ୍କର ଲୋକମାନେ ଖକ୍ସ୍ଟବ୍ ଭୟଭୀତ ହେଲେ। ଗିବିଯୋନ ଅଯ ପରି େଛାଟ ସହର ନ ଥିଲା। ଏହା ଏକ ବଡ ସହର ଥିଲା। ଏହା ଏକ ରାଜଧାନୀ ତକ୍ସ୍ଟଲ୍ଯ ବୃହତ୍ ନଗର ଥିଲା ଏବଂ ସହେି ସହରର ଲୋକମାନେ ଯୋଦ୍ଧା ଥିଲେ। ତେଣୁ ରାଜା ବହକ୍ସ୍ଟତ ଭୟ କରି ୟାଇଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ଗିବିୟୋନ ଏକ ରାଜଧାନୀ ତୁଲ୍ୟ ବୃହତ ନଗର ଓ ଅୟ ଅପେକ୍ଷା ବଡ଼ ଥିଲା, ପୁଣି ତହିଁର ଲୋକମାନେ ବୀର ଥିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ଆଦୋନିଷେଦକ୍ ଏବଂ ତାଙ୍କର ଲୋକମାନେ ଖୁବ୍ ଭୟଭୀତ ହେଲେ। ଗିବିୟୋନ ଅୟ ପରି ଛୋଟ ସହର ନ ଥିଲା। ଏହା ଏକ ବଡ଼ ସହର ଥିଲା। ଏହା ଏକ ରାଜଧାନୀ ତୁଲ୍ୟ ବୃହତ୍ ନଗର ଥିଲା ଏବଂ ସେହି ସହରର ଲୋକମାନେ ଯୋଦ୍ଧା ଥିଲେ। ତେଣୁ ରାଜା ବହୁତ ଭୟ କରି ଯାଇଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ଗିବୀୟୋନ୍‍ ଏକ ରାଜଧାନୀ ତୁଲ୍ୟ ବୃହତ ନଗର ଓ ଅୟ ଅପେକ୍ଷା ବଡ଼ ଥିଲା, ପୁଣି ତହିଁର ଲୋକମାନେ ବୀର ଥିଲେ।
Odia IRV 2017 (ଓଡିଆ ବାଇବେଲ)
କାରଣ ଗିବୀୟୋନ୍‍ ଏକ ରାଜଧାନୀ ତୁଲ୍ୟ ବୃହତ ନଗର ଓ ଅୟ ଅପେକ୍ଷା ବଡ଼ ଥିଲା, ପୁଣି ତହିଁର ଲୋକମାନେ ବୀର ଥିଲେ।