Joshua 10:20 — Compare Translations

5 translations compared side by side

Odia - 1840
"ଏହିପରି ଭାବରେ ଯିହାଶୂେୟ ଏବଂ ଇଶ୍ରାୟେଲର ଲୋକମାନେ ସମାନଙ୍କେର ଶତୃମାନଙ୍କୁ ହତ୍ଯାକଲେ। କିନ୍ତୁ କେତକେ ଶତୃ ଖସିୟାଇ ସମାନଙ୍କେର ସକ୍ସ୍ଟଦୃଢ ନଗର ରେ ଲକ୍ସ୍ଟଚି ରହିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିରେ ଯିହୋଶୂୟ ଓ ଇସ୍ରାଏଲ-ସନ୍ତାନଗଣ ସେମାନଙ୍କ ସର୍ବନାଶ ପର୍ଯ୍ୟନ୍ତ ଓ ସେମାନଙ୍କ ଅବଶିଷ୍ଟ ଲୋକମାନେ କୌଣସି କୌଣସି ପ୍ରାଚୀରବେଷ୍ଟିତ ନଗରକୁ ପଳାଇବା ପର୍ଯ୍ୟନ୍ତ ସେମାନଙ୍କୁ ମହାସଂହାରରେ ସଂହାର କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଏହିପରି ଭାବରେ ଯିହୋଶୂୟ ଏବଂ ଇସ୍ରାଏଲର ଲୋକମାନେ ସେମାନଙ୍କର ଶତ୍ରୁମାନଙ୍କୁ ହତ୍ୟାକଲେ। କିନ୍ତୁ କେତେକ ଶତ୍ରୁ ଖସିଯାଇ ସେମାନଙ୍କର ସୁଦୃଢ଼ ନଗରରେ ଲୁଚି ରହିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିରେ ଯିହୋଶୂୟ ଓ ଇସ୍ରାଏଲ-ସନ୍ତାନଗଣ ସେମାନଙ୍କ ସର୍ବନାଶ ପର୍ଯ୍ୟନ୍ତ ଓ ସେମାନଙ୍କ ଅବଶିଷ୍ଟ ଲୋକମାନେ କୌଣସି କୌଣସି ପ୍ରାଚୀର-ବେଷ୍ଟିତ ନଗରକୁ ପଳାଇବା ପର୍ଯ୍ୟନ୍ତ ସେମାନଙ୍କୁ ମହାସଂହାରରେ ସଂହାର କଲେ।
Odia IRV 2017 (ଓଡିଆ ବାଇବେଲ)
ଏଥିରେ ଯିହୋଶୂୟ ଓ ଇସ୍ରାଏଲ ସନ୍ତାନଗଣ ସେମାନଙ୍କ ସର୍ବନାଶ ପର୍ଯ୍ୟନ୍ତ ଓ ସେମାନଙ୍କ ଅବଶିଷ୍ଟ ଲୋକମାନେ କୌଣସି କୌଣସି ପ୍ରାଚୀରବେଷ୍ଟିତ ନଗରକୁ ପଳାଇବା ପର୍ଯ୍ୟନ୍ତ ସେମାନଙ୍କୁ ମହାସଂହାରରେ ସଂହାର କଲେ।