Joshua 10:21 — Compare Translations

5 translations compared side by side

Odia - 1840
"ୟକ୍ସ୍ଟଦ୍ଧପରେ ଯିହାଶୂେୟ ଓ ଇଶ୍ରାୟେଲର ସମସ୍ତ ଲୋକ ମକ୍କଦୋ ଛାଉଣୀକକ୍ସ୍ଟ ଫରେି ଆସିଲେ। କିନ୍ତୁ ସେ ଦେଶ ରେ କୌଣସି ଲୋକ ଇଶ୍ରାଯୋଲ ଲୋକମାନଙ୍କ ବିରକ୍ସ୍ଟଦ୍ଧ ରେ କିଛି କହିବାକକ୍ସ୍ଟ ସାହସ କଲେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ସମସ୍ତ ଲୋକ ମକ୍କେଦା ଛାଉଣିକି ଯିହୋଶୂୟଙ୍କ ନିକଟକୁ କୁଶଳରେ ଫେରି ଆସିଲେ; ଇସ୍ରାଏଲ-ସନ୍ତାନଗଣର କାହାରି ପ୍ରତିକୂଳରେ କେହି ଜିହ୍ଵା ପଜାଇଲେ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ଯୁଦ୍ଧ ପରେ ଯିହୋଶୂୟ ଓ ଇସ୍ରାଏଲର ସମସ୍ତ ଲୋକ ମ‌କ୍‌କେଦା ଛାଉଣିକୁ ଫେରି ଆସିଲେ। କିନ୍ତୁ ସେ ଦେଶରେ କୌଣସି ଲୋକ ଇସ୍ରାଏଲ ଲୋକମାନଙ୍କ ବିରୁଦ୍ଧରେ କିଛି କହିବାକୁ ସାହସ କଲେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ସମସ୍ତ ଲୋକ ମକ୍କେଦା ଛାଉଣିକୁ ଯିହୋଶୂୟଙ୍କ ନିକଟକୁ କୁଶଳରେ ଫେରି ଆସିଲେ; ଇସ୍ରାଏଲ-ସନ୍ତାନଗଣର କାହାରି ପ୍ରତିକୂଳରେ କେହି ମୁଖ ଖୋଲିବା ପାଇଁ ସାହସ କଲେ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ତହୁଁ ସମସ୍ତ ଲୋକ ମକ୍‍କେଦା ଛାଉଣିକୁ ଯିହୋଶୂୟଙ୍କ ନିକଟକୁ କୁଶଳରେ ଫେରି ଆସିଲେ; ଇସ୍ରାଏଲ ସନ୍ତାନଗଣର କାହାରି ପ୍ରତିକୂଳରେ କେହି ମୁଖ ଖୋଲିବା ପାଇଁ ସାହସ କଲେ ନାହିଁ।