Joshua 10:23 — Compare Translations

5 translations compared side by side

Odia - 1840
"ତେଣୁ ଯିହାଶୂେୟର ଲୋକମାନେ ସେ ପାଞ୍ଚଜଣ ରାଜାଙ୍କକ୍ସ୍ଟ ଗକ୍ସ୍ଟମ୍ଫା ମଧ୍ଯରକ୍ସ୍ଟ ବାହାରକକ୍ସ୍ଟ ଆଣିଲେ। ସମାନେେ ଥିଲେ ୟିରକ୍ସ୍ଟଶାଲମର, ହିବ୍ରୋଣର, ୟମୂର୍ତର, ଲାଖୀଶର ଏବଂ ଇଗ୍ଲୋନର ରାଜାମାନେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ସେମାନେ ସେପରି କଲେ, ପୁଣି ଯିରୂଶାଲମର ରାଜାକୁ, ହିବ୍ରୋଣର ରାଜାକୁ, ଯର୍ମୂତର ରାଜାକୁ, ଲାଖୀଶ୍ର ରାଜାକୁ, ଇଗ୍ଲୋନ୍ର ରାଜାକୁ, ଏହି ପାଞ୍ଚ ରାଜାଙ୍କୁ ସେହି ଗୁମ୍ପାରୁ ବାହାର କରି ତାଙ୍କ ନିକଟକୁ ଆଣିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ଯିହୋଶୂୟଙ୍କର ଲୋକମାନେ ସେହି ପାଞ୍ଚ ଜଣ ରାଜାଙ୍କୁ ଗୁମ୍ଫା ମଧ୍ୟରୁ ବାହାରକୁ ଆଣିଲେ। ସେମାନେ ଥିଲେ ଯିରୁଶାଲମର, ହିବ୍ରୋଣର, ଯର୍ମୂତର, ଲାଖୀ‌ଶ୍‌ର ଏବଂ ଇଗ୍ଲୋନର ରାଜାମାନେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ସେମାନେ ସେପରି କଲେ, ପୁଣି ଯିରୂଶାଲମର ରାଜାକୁ, ହିବ୍ରୋଣର ରାଜାକୁ, ଯର୍ମୂତର ରାଜାକୁ, ଲାଖୀଶ୍‍ର ରାଜାକୁ, ଇଗ୍ଲୋନ୍‍ର ରାଜାକୁ, ଏହି ପାଞ୍ଚ ରାଜାଙ୍କୁ ସେହି ଗୁମ୍ଫାରୁ ବାହାର କରି ତାଙ୍କ ନିକଟକୁ ଆଣିଲେ।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ସେମାନେ ସେପରି କଲେ, ପୁଣି ଯିରୂଶାଲମର ରାଜାକୁ, ହିବ୍ରୋଣର ରାଜାକୁ, ଯର୍ମୂତର ରାଜାକୁ, ଲାଖୀଶ୍‍ର ରାଜାକୁ, ଇଗ୍ଲୋନ୍‍ର ରାଜାକୁ, ଏହି ପାଞ୍ଚ ରାଜାଙ୍କୁ ସେହି ଗୁମ୍ଫାରୁ ବାହାର କରି ତାଙ୍କ ନିକଟକୁ ଆଣିଲେ।