Joshua 10:24 — Compare Translations

5 translations compared side by side

Odia - 1840
"ସମାନେେ ସହେି ରାଜାଗଣଙ୍କକ୍ସ୍ଟ ଯିହାଶୂେୟ ନିକଟକକ୍ସ୍ଟ ଆଣିଲେ ଏବଂ ଯିହାଶୂେୟ ତାଙ୍କର ସମସ୍ତ ଇଶ୍ରାୟେଲ ଲୋକମାନଙ୍କୁ ସଠାେକକ୍ସ୍ଟ ପଠାଇଲେ। ଯିହାଶୂେୟ ତାଙ୍କର ସୈନ୍ଯ ବାହିନୀର ସମସ୍ତ ସନୋପତିମାନଙ୍କୁ କହିଲେ, ଯେଉଁମାନେ ତାଙ୍କ ସହିତ ଆସିଲେ, ପାଖକକ୍ସ୍ଟ ଆସ ଏବଂ ଏ ରାଜାମାନଙ୍କ ବକରେେ ପାଦ ଦିଅ। ତହିଁରେ ସମାନେେ ନିକଟକକ୍ସ୍ଟ ଆସି ସମାନଙ୍କେ ବକରେେ ପାଦ ଦେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହିରୂପେ ସେମାନେ ସେହି ରାଜାମାନଙ୍କୁ ଯିହୋଶୂୟଙ୍କ ନିକଟକୁ ଆଣିଲା ଉତ୍ତାରେ ଯିହୋଶୂୟ ଇସ୍ରାଏଲର ସମସ୍ତ ପୁରୁଷଙ୍କୁ ଡାକି ତାଙ୍କ ସଙ୍ଗେ ଯାଇଥିବା ସେନାପତିମାନଙ୍କୁ କହିଲେ, ନିକଟକୁ ଆସି ଏହି ରାଜାମାନଙ୍କ ବେକରେ ପାଦ ଦିଅ । ତହିଁରେ ସେମାନେ ନିକଟକୁ ଆସି ସେମାନଙ୍କ ବେକରେ ପାଦ ଦେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ସେହି ରାଜାଗଣଙ୍କୁ ଯିହୋଶୂୟଙ୍କ ନିକଟକୁ ଆଣିଲେ ଏବଂ ଯିହୋଶୂୟ ତାଙ୍କର ସମସ୍ତ ଇସ୍ରାଏଲ ଲୋକମାନଙ୍କୁ ସେଠାକୁ ପଠାଇଲେ। ଯିହୋଶୂୟ ତାଙ୍କର ସୈନ୍ୟବାହିନୀର ସମସ୍ତ ସେନାପତିମାନଙ୍କୁ କହିଲେ, ଯେଉଁମାନେ ତାଙ୍କ ସହିତ ଆସିଲେ, “ପାଖକୁ ଆସ ଏବଂ ଏ ରାଜାମାନଙ୍କ ବେକରେ ପାଦ ଦିଅ।” ତହିଁରେ ସେମାନେ ନିକଟକୁ ଆସି ସେମାନଙ୍କ ବେକରେ ପାଦ ଦେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହିରୂପେ ସେମାନେ ସେହି ରାଜାମାନଙ୍କୁ ଯିହୋଶୂୟଙ୍କ ନିକଟକୁ ଆଣିଲା ଉତ୍ତାରେ ଯିହୋଶୂୟ ଇସ୍ରାଏଲର ସମସ୍ତ ପୁରୁଷଙ୍କୁ ଡାକି ତାଙ୍କ ସଙ୍ଗେ ଯାଇଥିବା ସେନାପତିମାନଙ୍କୁ କହିଲେ, “ନିକଟକୁ ଆସି ଏହି ରାଜାମାନଙ୍କ ବେକରେ ପାଦ ଦିଅ।” ତହିଁରେ ସେମାନେ ନିକଟକୁ ଆସି ସେମାନଙ୍କ ବେକରେ ପାଦ ଦେଲେ।
Odia IRV 2017 (ଓଡିଆ ବାଇବେଲ)
ଏହିରୂପେ ସେମାନେ ସେହି ରାଜାମାନଙ୍କୁ ଯିହୋଶୂୟଙ୍କ ନିକଟକୁ ଆଣିଲା ଉତ୍ତାରେ ଯିହୋଶୂୟ ଇସ୍ରାଏଲର ସମସ୍ତ ପୁରୁଷଙ୍କୁ ଡାକି ତାଙ୍କ ସଙ୍ଗେ ଯାଇଥିବା ସେନାପତିମାନଙ୍କୁ କହିଲେ, ନିକଟକୁ ଆସି ଏହି ରାଜାମାନଙ୍କ ବେକରେ ପାଦ ଦିଅ। ତହିଁରେ ସେମାନେ ନିକଟକୁ ଆସି ସେମାନଙ୍କ ବେକରେ ପାଦ ଦେଲେ।