Joshua 10:25 — Compare Translations

5 translations compared side by side

Odia - 1840
"ଏହାପରେ ଯିହାଶୂେୟ ଉପସ୍ଥିତ ଲୋକମାନଙ୍କୁ ସମ୍ ବୋଧନ କରି କହିଲେ, ଯୋଦ୍ଧା ଏବଂ ସାହାସୀ ହକ୍ସ୍ଟଅ! ଭୟ କର ନାହିଁ! ବର୍ତ୍ତମାନ ମୁ ତୁମ୍ଭମାନଙ୍କୁ ଦଖାଇବେି, ସଦାପ୍ରଭୁ ଭବିଷ୍ଯତ ରେ ଆମ୍ଭମାନଙ୍କର ଶତୃମାନଙ୍କୁ କିପରି ଅବସ୍ଥା କରିବେ ଯାହା ତୁମ୍ଭମାନେେ ଭବିଷ୍ଯତ ରେ ୟକ୍ସ୍ଟଦ୍ଧ କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଯିହୋଶୂୟ ସେମାନଙ୍କୁ କହିଲେ, ଭୟ ନ କର, ଅବା ନିରାଶ ନ ହୁଅ; ବଳବାନ ଓ ସାହସିକ ହୁଅ; କାରଣ ତୁମ୍ଭେମାନେ ଯେଉଁମାନଙ୍କ ସଙ୍ଗେ ଯୁଦ୍ଧ କରିବ, ତୁମ୍ଭମାନଙ୍କର ସେହି ସମସ୍ତ ଶତ୍ରୁଙ୍କୁ ସଦାପ୍ରଭୁ ଏହି ପ୍ରକାର କରିବେ ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ଯିହୋଶୂୟ ଉପସ୍ଥିତ ଲୋକମାନଙ୍କୁ ସମ୍ବୋଧନ କରି କହିଲେ, “ଯୋଦ୍ଧା ଏବଂ ସାହସୀ ହୁଅ! ଭୟ କର ନାହିଁ! ବର୍ତ୍ତମାନ ମୁଁ ତୁମ୍ଭମାନଙ୍କୁ ଦେଖାଇବି, ସଦାପ୍ରଭୁ ଭବିଷ୍ୟତରେ ଆମ୍ଭମାନଙ୍କର ଶତ୍ରୁମାନଙ୍କୁ କିପରି ଅବସ୍ଥା କରିବେ ଯାହା ତୁମ୍ଭେମାନେ ଭବିଷ୍ୟତରେ ଯୁଦ୍ଧ କରିବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ଯିହୋଶୂୟ ସେମାନଙ୍କୁ କହିଲେ, “ଭୟ ନ କର, ଅବା ନିରାଶ ନ ହୁଅ; ବଳବାନ ଓ ସାହସିକ ହୁଅ; କାରଣ ତୁମ୍ଭେମାନେ ଯେଉଁମାନଙ୍କ ସଙ୍ଗେ ଯୁଦ୍ଧ କରିବ, ତୁମ୍ଭମାନଙ୍କର ସେହି ସମସ୍ତ ଶତ୍ରୁଙ୍କୁ ସଦାପ୍ରଭୁ ଏହି ପ୍ରକାର କରିବେ।”
Odia IRV 2017 (ଓଡିଆ ବାଇବେଲ)
ପୁଣି ଯିହୋଶୂୟ ସେମାନଙ୍କୁ କହିଲେ, ଭୟ ନ କର, ଅବା ନିରାଶ ନ ହୁଅ; ବଳବାନ ଓ ସାହସିକ ହୁଅ; କାରଣ ତୁମ୍ଭେମାନେ ଯେଉଁମାନଙ୍କ ସଙ୍ଗେ ଯୁଦ୍ଧ କରିବ, ତୁମ୍ଭମାନଙ୍କର ସେହି ସମସ୍ତ ଶତ୍ରୁଙ୍କୁ ସଦାପ୍ରଭୁ ଏହି ପ୍ରକାର କରିବେ।