Joshua 10:27 — Compare Translations

5 translations compared side by side

Odia - 1840
"ପକ୍ସ୍ଟଣି ସୂର୍ୟ୍ଯାସ୍ତ ସମୟରେ ଯିହାଶୂେୟ ଆଜ୍ଞା ଦଲୋପରେ ଲୋକମାନେ ସହେି ବୃକ୍ଷମାନଙ୍କରକ୍ସ୍ଟ ସମାନଙ୍କେୁ ତଳକକ୍ସ୍ଟ ନେଲେ ଓ ଯେଉଁ ଗକ୍ସ୍ଟମ୍ଫା ରେ ସମାନେେ ନିଜକକ୍ସ୍ଟ ଲକ୍ସ୍ଟଗ୍ଭଇ ଥିଲେ, ତାହା ଭିତରକକ୍ସ୍ଟ ଫୋପାଡି ଦେଲେ ଓ ସହେି ଗକ୍ସ୍ଟମ୍ଫା ମକ୍ସ୍ଟହଁ ରେ ବଡ ବଡ ପଥର ଦଇେ ବନ୍ଦ କଲେ ଏବଂ ଯାହାକି ଆଜିୟାଏ ଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ସୂର୍ଯ୍ୟାସ୍ତ ସମୟରେ ଯିହୋଶୂୟ ଆଜ୍ଞା ଦିଅନ୍ତେ, ଲୋକମାନେ ସେହି ବୃକ୍ଷମାନଙ୍କରୁ ସେମାନଙ୍କୁ ତଳକୁ ନେଲେ ଓ ଯେଉଁ ଗୁମ୍ପାରେ ସେମାନେ ଆପଣାମାନଙ୍କୁ ଲୁଚାଇଥିଲେ, ତହିଁ ଭିତରେ ପକାଇ ଦେଲେ ଓ ସେହି ଗୁମ୍ପା ମୁହଁରେ ବଡ଼ ବଡ଼ ପଥର ଥୋଇଲେ; ତାହା ଆଜିଯାଏ ଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ସୂର୍ଯ୍ୟାସ୍ତ ସମୟରେ ଯିହୋଶୂୟ ଆଜ୍ଞା ଦେଲା ପରେ ଲୋକମାନେ ସେହି ବୃକ୍ଷମାନଙ୍କରୁ ସେମାନଙ୍କୁ ତଳକୁ ନେଲେ ଓ ଯେଉଁ ଗୁମ୍ଫାରେ ସେମାନେ ନିଜକୁ ଲୁଗ୍ଭଇ ଥିଲେ, ତାହା ଭିତରକୁ ଫୋପାଡ଼ି ଦେଲେ ଓ ସେହି ଗୁମ୍ଫା ମୁହଁରେ ବଡ଼ ବଡ଼ ପଥର ଦେଇ ବନ୍ଦ କଲେ ଯାହାକି ଆଜିଯାଏ ଅଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ସୂର୍ଯ୍ୟାସ୍ତ ସମୟରେ ଯିହୋଶୂୟ ଆଜ୍ଞା ଦିଅନ୍ତେ, ଲୋକମାନେ ସେହି ବୃକ୍ଷମାନଙ୍କରୁ ସେମାନଙ୍କୁ ତଳକୁ ନେଲେ ଓ ଯେଉଁ ଗୁମ୍ଫାରେ ସେମାନେ ଆପଣାମାନଙ୍କୁ ଲୁଚାଇଥିଲେ, ତହିଁ ଭିତରେ ପକାଇଦେଲେ ଓ ସେହି ଗୁମ୍ଫା ମୁହଁରେ ବଡ଼ ବଡ଼ ପଥର ଥୋଇଲେ; ତାହା ଆଜିଯାଏ ଅଛି।
Odia IRV 2017 (ଓଡିଆ ବାଇବେଲ)
ପୁଣି ସୂର୍ଯ୍ୟାସ୍ତ ସମୟରେ ଯିହୋଶୂୟ ଆଜ୍ଞା ଦିଅନ୍ତେ, ଲୋକମାନେ ସେହି ବୃକ୍ଷମାନଙ୍କରୁ ସେମାନଙ୍କୁ ତଳକୁ ନେଲେ ଓ ଯେଉଁ ଗୁମ୍ଫାରେ ସେମାନେ ଆପଣାମାନଙ୍କୁ ଲୁଚାଇଥିଲେ, ତହିଁ ଭିତରେ ପକାଇ ଦେଲେ ଓ ସେହି ଗୁମ୍ଫା ମୁହଁରେ ବଡ଼ ବଡ଼ ପଥର ଥୋଇଲେ; ତାହା ଆଜିଯାଏ ଅଛି।