Joshua 10:28 — Compare Translations

5 translations compared side by side

Odia - 1840
"ଏହାପରେ ଯିହାଶୂେୟ ସହେିଦିନ ମକ୍କଦୋ ଅକ୍ତିଆର କରି ଖଡ୍ଗ ଧାର ରେ ନଗରକକ୍ସ୍ଟ ଓ ତାହାର ରାଜାକକ୍ସ୍ଟ ହତ୍ଯା କଲେ। ସମାନଙ୍କେୁ ଓ ତନ୍ମଧ୍ଯସ୍ଥିତ ସମସ୍ତ ପ୍ରାଣୀକକ୍ସ୍ଟ ବର୍ଜିତ ରୂପେ ବିନାଶ କଲେ। କାହାକକ୍ସ୍ଟ ଅବଶିଷ୍ଟ ରଖିଲେ ନାହିଁ, ପକ୍ସ୍ଟଣି ସେ ଯେପରି ଯିରୀହାେ ରାଜାଙ୍କ ପ୍ରତି କରିଥିଲେ, ସହେିପରି ମକ୍କଦୋ ରାଜାପ୍ରତି କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ଯିହୋଶୂୟ ସେହି ଦିନ ମକ୍କେଦା ହସ୍ତଗତ କରି ଖଡ଼୍‍ଗଧାରରେ ନଗରକୁ ଓ ତହିଁର ରାଜାକୁ ଆଘାତ କଲେ; ସେ ସେମାନଙ୍କୁ ଓ ତନ୍ମଧ୍ୟସ୍ଥିତ ସମସ୍ତ ପ୍ରାଣୀଙ୍କୁ ବର୍ଜିତ ରୂପେ ବିନାଶ କଲେ; କାହାକୁ ଅବଶିଷ୍ଟ ରଖିଲେ ନାହିଁ; ପୁଣି ସେ ଯେପରି ଯିରୀହୋ ରାଜା ପ୍ରତି କରିଥିଲେ, ସେପରି ମକ୍କେଦା ରାଜା ପ୍ରତି କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ଯିହୋଶୂୟ ସେହି ଦିନ ମ‌କ୍‌କେଦା ଅକ୍ତିଆର କରି ‌‌ଖ‌ଡ଼୍‌ଗ ଧାରରେ ନଗରକୁ ଓ ତାହାର ରାଜାକୁ ହତ୍ୟା କଲେ। ସେମାନଙ୍କୁ ଓ ତନ୍ମଧ୍ୟସ୍ଥିତ ସମସ୍ତ ପ୍ରାଣୀକୁ ବର୍ଜିତ ରୂପେ ବିନାଶ କଲେ। କାହାକୁ ଅବଶିଷ୍ଟ ରଖିଲେ ନାହିଁ, ପୁଣି ସେ ଯେପରି ଯିରୀହୋ ରାଜାଙ୍କ ପ୍ରତି କରିଥିଲେ, ସେହିପରି ମ‌କ୍‌କେଦା ରାଜା ପ୍ରତି କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ଯିହୋଶୂୟ ସେହି ଦିନ ମକ୍କେଦା ହସ୍ତଗତ କରି ଖଡ୍ଗଧାରରେ ନଗରକୁ ଓ ତହିଁର ରାଜାକୁ ଆଘାତ କଲେ; ସେ ସେମାନଙ୍କୁ ଓ ତନ୍ମଧ୍ୟସ୍ଥିତ ସମସ୍ତ ପ୍ରାଣୀଙ୍କୁ ସମ୍ପୂର୍ଣ୍ଣ ରୂପେ ବିନାଶ କଲେ; କାହାକୁ ଅବଶିଷ୍ଟ ରଖିଲେ ନାହିଁ; ପୁଣି ସେ ଯେପରି ଯିରୀହୋ ରାଜା ପ୍ରତି କରିଥିଲେ, ସେପରି ମକ୍କେଦା ରାଜା ପ୍ରତି କଲେ।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ଯିହୋଶୂୟ ସେହି ଦିନ ମକ୍‍କେଦା ହସ୍ତଗତ କରି ଖଡ୍ଗଧାରରେ ନଗରକୁ ଓ ତହିଁର ରାଜାକୁ ଆଘାତ କଲେ; ସେ ସେମାନଙ୍କୁ ଓ ତନ୍ମଧ୍ୟସ୍ଥିତ ସମସ୍ତ ପ୍ରାଣୀଙ୍କୁ ସମ୍ପୂର୍ଣ୍ଣ ରୂପେ ବିନାଶ କଲେ; କାହାକୁ ଅବଶିଷ୍ଟ ରଖିଲେ ନାହିଁ; ପୁଣି ସେ ଯେପରି ଯିରୀହୋ ରାଜା ପ୍ରତି କରିଥିଲେ, ସେପରି ମକ୍‍କେଦା ରାଜା ପ୍ରତି କଲେ।