Joshua 10:29 — Compare Translations
5 translations compared side by side
Odia - 1840
"ତା'ପରେ ଯିହାଶୂେୟ ଏବଂ ତାଙ୍କର ସମସ୍ତ ଇଶ୍ରାୟେଲୀୟବାସୀମାନେ ମକ୍କଦୋରକ୍ସ୍ଟ ଲିବ୍ନାକକ୍ସ୍ଟ ଗଲେ। ଏବଂ ସେ ସହରକକ୍ସ୍ଟ ଆକ୍ରମଣ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ଯିହୋଶୂୟ ଓ ତାଙ୍କ ସଙ୍ଗେ ସମସ୍ତ ଇସ୍ରାଏଲ ମକ୍କେଦାରୁ ଲିବ୍ନାକୁ ଗଲେ ଓ ଲିବ୍ନା ପ୍ରତିକୂଳରେ ଯୁଦ୍ଧ କଲେ;
Odia Bible ERV 2004 (ପବିତ୍ର ବାଇବଲ)
ଦକ୍ଷିଣାବର୍ତ୍ତ ନଗରଗୁଡ଼ିକ କରଗତ କଲେ ତା’ପରେ ଯିହୋଶୂୟ ଏବଂ ତାଙ୍କର ସମସ୍ତ ଇସ୍ରାଏଲୀୟମାନେ ମକ୍କେଦାରୁ ଲିବ୍ନାକୁ ଗଲେ। ଏବଂ ସେ ସହରକୁ ଆକ୍ରମଣ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ଯିହୋଶୂୟ ଓ ତାଙ୍କ ସଙ୍ଗେ ସମସ୍ତ ଇସ୍ରାଏଲ ମକ୍କେଦାରୁ ଲିବ୍ନାକୁ ଗଲେ ଓ ଲିବ୍ନା ପ୍ରତିକୂଳରେ ଯୁଦ୍ଧ କଲେ;
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ଯିହୋଶୂୟ ଓ ତାଙ୍କ ସଙ୍ଗେ ସମସ୍ତ ଇସ୍ରାଏଲ ମକ୍କେଦାରୁ ଲିବ୍ନାକୁ ଗଲେ ଓ ଲିବ୍ନା ପ୍ରତିକୂଳରେ ଯୁଦ୍ଧ କଲେ;