Joshua 10:3 — Compare Translations
5 translations compared side by side
Odia - 1840
"ଆଦୋନିଷଦେକ୍, ୟିରକ୍ସ୍ଟଶାଲମର ରାଜା ହିବ୍ରୋଣର ରାଜା ହୋହମ ଓ ୟମୂର୍ତର ରାଜା କିରାମ୍ ଓ ଲାଖୀଶର ରାଜା ୟାଫିଯ ଓ ଇଗ୍ଲୋନ ରାଜା ଦବୀର ନିକଟକକ୍ସ୍ଟ କହି ପଠାଇଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଣୁ ଯିରୂଶାଲମର ରାଜା ଅଦୋନିଷେଦକ ହିବ୍ରୋଣର ହୋହମ୍ ରାଜାର ଓ ଯର୍ମୂତର କିରାମ୍ ରାଜାର ଓ ଲାଖୀଶ୍ର ଯାଫୀୟ ରାଜାର ଓ ଇଗ୍ଲୋନର ଦବୀର ରାଜାର ନିକଟକୁ କହି ପଠାଇଲା,
Odia Bible ERV 2004 (ପବିତ୍ର ବାଇବଲ)
ଆଦୋନିଷେଦକ୍, ଯିରୁଶାଲମର ରାଜା ହିବ୍ରୋଣର ରାଜା ହୋହମ୍ ଓ ଯର୍ମୂତର ରାଜା କିରାମ୍ ଓ ଲାଖୀଶ୍ର ରାଜା ଯାଫିୟ ଓ ଇଗ୍ଲୋନ ରାଜା ଦବୀର ନିକଟକୁ କହି ପଠାଇଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଣୁ ଯିରୂଶାଲମର ରାଜା ଅଦୋନିଷେଦକ ହିବ୍ରୋଣର ହୋହମ୍ ରାଜାର ଓ ଯର୍ମୂତର କିରାମ୍ ରାଜାର ଓ ଲାଖୀଶ୍ର ଯାଫୀୟ ରାଜାର ଓ ଇଗ୍ଲୋନ୍ର ଦବୀର ରାଜାର ନିକଟକୁ କହି ପଠାଇଲା,
Odia IRV 2017 (ଓଡିଆ ବାଇବେଲ)
ଏଣୁ ଯିରୂଶାଲମର ରାଜା ଅଦୋନିଷେଦକ ହିବ୍ରୋଣର ହୋହମ୍ ରାଜାର ଓ ଯର୍ମୂତର କିରାମ୍ ରାଜାର ଓ ଲାଖୀଶ୍ର ଯାଫୀୟ ରାଜାର ଓ ଇଗ୍ଲୋନ୍ର ଦବୀର ରାଜାର ନିକଟକୁ କହି ପଠାଇଲା,