Joshua 10:30 — Compare Translations

5 translations compared side by side

Odia - 1840
"ସଦାପ୍ରଭୁ ସହେି ନଗରକକ୍ସ୍ଟ ତା'ର ରାଜା ସହିତ ଇଶ୍ରାୟେଲ ହସ୍ତ ରେ ସମର୍ପଣ କଲେ। ତେଣୁ ସମାନେେ ସହରର ସମସ୍ତ ସଜୀବ ପ୍ରାଣୀଙ୍କକ୍ସ୍ଟ ଖଣ୍ତା ରେ ହତ୍ଯା କଲେ, କାହାରିକକ୍ସ୍ଟ ଛାଡିଲେ ନାହିଁ, ସେ ଯେପରି ଯିରୀହାେ ରାଜାଙ୍କ ପ୍ରତି କରିଥିଲେ, ଏହି ରାଜାଙ୍କକ୍ସ୍ଟ ମଧ୍ଯ ୟିହୋଶୂଯ ସହେିପରି କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ସଦାପ୍ରଭୁ ତାହାକୁ, ମଧ୍ୟ ତହିଁର ରାଜାକୁ ଇସ୍ରାଏଲ ହସ୍ତରେ ସମର୍ପଣ କଲେ; ତେଣୁ ସେ ତାହା ଓ ତନ୍ମଧ୍ୟସ୍ଥ ସମସ୍ତ ପ୍ରାଣୀକୁ ଖଡ଼୍‍ଗଧାରରେ ଆଘାତ କଲେ, ସେ କାହାକୁ ଅବଶିଷ୍ଟ ରଖିଲେ ନାହିଁ; ସେ ଯେପରି ଯିରୀହୋ ରାଜା ପ୍ରତି କରିଥିଲେ, ସେପରି ତହିଁର ରାଜା ପ୍ରତି କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ସେହି ନଗରକୁ ତା’ର ରାଜା ସହିତ ଇସ୍ରାଏଲ ହସ୍ତରେ ସମର୍ପଣ କଲେ। ତେଣୁ ସେମାନେ ସହରର ସମସ୍ତ ସଜୀବ ପ୍ରାଣୀଙ୍କୁ ଖଣ୍ଡାରେ ହତ୍ୟା କଲେ, କାହାରିକୁ ଛାଡ଼ିଲେ ନାହିଁ, ସେ ଯେପରି ଯିରୀହୋ ରାଜାଙ୍କ ପ୍ରତି କରିଥିଲେ, ଏହି ରାଜାଙ୍କୁ ମଧ୍ୟ ଯିହୋଶୂୟ ସେହିପରି କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ସଦାପ୍ରଭୁ ତାହାକୁ, ମଧ୍ୟ ତହିଁର ରାଜାକୁ ଇସ୍ରାଏଲ ହସ୍ତରେ ସମର୍ପଣ କଲେ; ତେଣୁ ସେ ତାହା ଓ ତନ୍ମଧ୍ୟସ୍ଥ ସମସ୍ତ ପ୍ରାଣୀକୁ ଖଡ୍ଗଧାରରେ ଆଘାତ କଲେ, ସେ କାହାକୁ ଅବଶିଷ୍ଟ ରଖିଲେ ନାହିଁ; ସେ ଯେପରି ଯିରୀହୋ ରାଜା ପ୍ରତି କରିଥିଲେ, ସେପରି ତହିଁର ରାଜା ପ୍ରତି କଲେ।
Odia IRV 2017 (ଓଡିଆ ବାଇବେଲ)