Joshua 10:31 — Compare Translations

5 translations compared side by side

Odia - 1840
"ଏହାପରେ ଯିହାଶୂେୟ ଏବଂ ତାଙ୍କର ସମସ୍ତ ଇଶ୍ରାୟେଲୀୟ ଲୋକ ଲିବନା ପରିତ୍ଯାଗ କରି ଲାଖୀଶକକ୍ସ୍ଟ ଗଲେ। ୟିହୋଶୂଯ ଏବଂ ତାଙ୍କର ସୈନ୍ଯମାନେ ସେ ସହରକକ୍ସ୍ଟ ସନୋ ଛାଉଣୀ କରି ରଖଲେ। ଏବଂ ତାହାକକ୍ସ୍ଟ ଆକ୍ରମଣ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଉତ୍ତାରେ ଯିହୋଶୂୟ ଓ ତାଙ୍କ ସଙ୍ଗେ ସମସ୍ତ ଇସ୍ରାଏଲ ଲିବ୍ନାରୁ ଲାଖୀଶ୍କୁ ଯାଇ ତହିଁ ନିକଟରେ ଛାଉଣି କରି ତହିଁ ବିରୁଦ୍ଧରେ ଯୁଦ୍ଧ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ଯିହୋଶୂୟ ଏବଂ ତାଙ୍କର ସମସ୍ତ ଇସ୍ରାଏଲୀୟ ଲୋକ ଲି‌‌ବ୍‌‌ନା ପରିତ୍ୟାଗ କରି ଲାଖୀ‌ଶ୍‌କୁ ଗଲେ। ଯିହୋଶୂୟ ଏବଂ ତାଙ୍କର ସୈନ୍ୟମାନେ ସେ ସହରକୁ ସେନା ଛାଉଣି କରି ରଖିଲେ। ଏବଂ ତାହାକୁ ଆକ୍ରମଣ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଉତ୍ତାରେ ଯିହୋଶୂୟ ଓ ତାଙ୍କ ସଙ୍ଗେ ସମସ୍ତ ଇସ୍ରାଏଲ ଲିବ୍‍ନାରୁ ଲାଖୀଶ୍‍କୁ ଯାଇ ତହିଁ ନିକଟରେ ଛାଉଣି କରି ତହିଁ ବିରୁଦ୍ଧରେ ଯୁଦ୍ଧ କଲେ।
Odia IRV 2017 (ଓଡିଆ ବାଇବେଲ)
ଏଉତ୍ତାରେ ଯିହୋଶୂୟ ଓ ତାଙ୍କ ସଙ୍ଗେ ସମସ୍ତ ଇସ୍ରାଏଲ ଲିବ୍‍ନାରୁ ଲାଖୀଶ୍‍କୁ ଯାଇ ତହିଁ ନିକଟରେ ଛାଉଣି କରି ତହିଁ ବିରୁଦ୍ଧରେ ଯୁଦ୍ଧ କଲେ।