Joshua 10:32 — Compare Translations
5 translations compared side by side
Odia - 1840
"ସଦାପ୍ରଭୁ ଲାଖୀଶକକ୍ସ୍ଟ ପରାସ୍ତ କରିବାକୁ ସହାୟ ହେଲେ। ସମାନେେ ଦ୍ବିତୀୟ ଦିନ ରେ ସେ ସହରକକ୍ସ୍ଟ ପରାସ୍ତ କଲେ। ଇଶ୍ରାୟେଲ ଲୋକମାନେ ସେ ସହରର ସମସ୍ତ ଲୋକମାନଙ୍କୁ ହତ୍ଯା କଲେ। ଯେପରି ଭାବରେ ଲିବ୍ନା ରେ କରିଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ସଦାପ୍ରଭୁ ଲାଖୀଶ୍କୁ ଇସ୍ରାଏଲର ହସ୍ତଗତ କରନ୍ତେ, ସେମାନେ ଦ୍ଵିତୀୟ ଦିନ ଲାଖୀଶ୍ ଆକ୍ରମଣ କରି ଯେପରି ଲିବ୍ନା ପ୍ରତି କରିଥିଲେ, ସେହିପରି ତାହାକୁ ଓ ତନ୍ମଧ୍ୟସ୍ଥ ସମସ୍ତ ପ୍ରାଣୀଙ୍କୁ ଖଡ଼୍ଗଧାରରେ ଆଘାତ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ଲାଖୀଶ୍କୁ ପରାସ୍ତ କରିବାକୁ ସହାୟ ହେଲେ। ସେମାନେ ଦ୍ୱିତୀୟ ଦିନରେ ସେ ସହରକୁ ପରାସ୍ତ କଲେ। ଇସ୍ରାଏଲ ଲୋକମାନେ ସେ ସହରର ସମସ୍ତ ଲୋକମାନଙ୍କୁ ହତ୍ୟା କଲେ। ଯେପରି ଭାବରେ ଲିବ୍ନାରେ କରିଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ସଦାପ୍ରଭୁ ଲାଖୀଶ୍କୁ ଇସ୍ରାଏଲର ହସ୍ତଗତ କରନ୍ତେ, ସେମାନେ ଦ୍ୱିତୀୟ ଦିନ ଲାଖୀଶ୍ ଆକ୍ରମଣ କରି ଯେପରି ଲିବ୍ନା ପ୍ରତି କରିଥିଲେ, ସେହିପରି ତାହାକୁ ଓ ତନ୍ମଧ୍ୟସ୍ଥ ସମସ୍ତ ପ୍ରାଣୀଙ୍କୁ ଖଡ୍ଗଧାରରେ ଆଘାତ କଲେ।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ସଦାପ୍ରଭୁ ଲାଖୀଶ୍କୁ ଇସ୍ରାଏଲର ହସ୍ତଗତ କରନ୍ତେ, ସେମାନେ ଦ୍ୱିତୀୟ ଦିନ ଲାଖୀଶ୍ ଆକ୍ରମଣ କରି ଯେପରି ଲିବ୍ନା ପ୍ରତି କରିଥିଲେ, ସେହିପରି ତାହାକୁ ଓ ତନ୍ମଧ୍ୟସ୍ଥ ସମସ୍ତ ପ୍ରାଣୀଙ୍କୁ ଖଡ୍ଗଧାରରେ ଆଘାତ କଲେ।