Joshua 10:33 — Compare Translations

5 translations compared side by side

Odia - 1840
"ଗଷେରର ରାଜା ହାରମେ ଲାଖୀଶରକକ୍ସ୍ଟ ସାହାୟ୍ଯ କରିବାକୁ ଲାଗିଲେ। କିନ୍ତୁ ୟିହୋଶୂଯ ତାଙ୍କୁ ଓ ତାଙ୍କର ସୈନ୍ଯବାହୀନିକକ୍ସ୍ଟ ଓ ସମସ୍ତଙ୍କକ୍ସ୍ଟ ହତ୍ଯା କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ସମୟରେ ଗେଷର୍ର ରାଜା ହୋରମ୍ ଲାଖୀଶ୍ର ସହାୟତା କରିବାକୁ ଆସିଥିଲା; ତେଣୁ ଯିହୋଶୂୟ ତାହାର କାହାକୁ ଅବଶିଷ୍ଟ ନ ରଖିବା ଯାଏ ତାହାକୁ ଓ ତାହାର ଲୋକମାନଙ୍କୁ ଆଘାତ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଗେଷ‌‌ର୍‌‌ର ରାଜା ହୋରମ ଲାଖୀ‌ଶ୍‌ରକୁ ସାହାଯ୍ୟ କରିବାକୁ ଲାଗିଲେ। କିନ୍ତୁ ଯିହୋଶୂୟ ତାଙ୍କୁ ଓ ତାଙ୍କର ସୈନ୍ୟବାହିନୀକୁ ଓ ସମସ୍ତଙ୍କୁ ହତ୍ୟା କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେସମୟରେ ଗେଷରର ରାଜା ହୋରମ୍‍ ଲାଖୀଶ୍‍ର ସହାୟତା କରିବାକୁ ଆସିଥିଲା; ତେଣୁ ଯିହୋଶୂୟ ତାହାର କାହାକୁ ଅବଶିଷ୍ଟ ନ ରଖିବା ଯାଏ ତାହାକୁ ଓ ତାହାର ଲୋକମାନଙ୍କୁ ଆଘାତ କଲେ।
Odia IRV 2017 (ଓଡିଆ ବାଇବେଲ)
ସେ ସମୟରେ ଗେଷର୍‍ର ରାଜା ହୋରମ୍‍ ଲାଖୀଶ୍‍ର ସହାୟତା କରିବାକୁ ଆସିଥିଲା; ତେଣୁ ଯିହୋଶୂୟ ତାହାର କାହାକୁ ଅବଶିଷ୍ଟ ନ ରଖିବା ଯାଏ ତାହାକୁ ଓ ତାହାର ଲୋକମାନଙ୍କୁ ଆଘାତ କଲେ।