Joshua 10:34 — Compare Translations

5 translations compared side by side

Odia - 1840
"ଏହାପରେ ଯିହାଶୂେୟ ଏବଂ ଇଶ୍ରାୟେଲୀୟ ବାସୀମାନେ ଲାଖୀଶରକ୍ସ୍ଟ ଇଗ୍ଲୋନକକ୍ସ୍ଟ ଗଲେ। ସଠାେରେ ସମାନେେ ସନୋଛାଉଣୀ କରି ସହରକକ୍ସ୍ଟ ଆକ୍ରମଣ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ଯିହୋଶୂୟ ଓ ତାଙ୍କ ସଙ୍ଗେ ସମସ୍ତ ଇସ୍ରାଏଲ ଲାଖୀଶ୍ରୁ ଇଗ୍ଲୋନ୍କୁ ଗଲେ ଓ ସେମାନେ ତହିଁ ନିକଟରେ ଛାଉଣି କରି ତହିଁ ବିରୁଦ୍ଧରେ ଯୁଦ୍ଧ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ଯିହୋଶୂୟ ଏବଂ ଇସ୍ରାଏଲୀୟମାନେ ଲାଖୀ‌ଶ୍‌ରୁ ଇଗ୍ଲୋ‌ନ୍‌କୁ ଗଲେ। ସେଠାରେ ସେମାନେ ସେନାଛାଉଣି କରି ସହରକୁ ଆକ୍ରମଣ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ଯିହୋଶୂୟ ଓ ତାଙ୍କ ସଙ୍ଗେ ସମସ୍ତ ଇସ୍ରାଏଲ ଲାଖୀଶ୍‍ରୁ ଇଗ୍ଲୋନ୍‍କୁ ଗଲେ ଓ ସେମାନେ ତହିଁ ନିକଟରେ ଛାଉଣି କରି ତହିଁ ବିରୁଦ୍ଧରେ ଯୁଦ୍ଧ କଲେ।
Odia IRV 2017 (ଓଡିଆ ବାଇବେଲ)
ତହୁଁ ଯିହୋଶୂୟ ଓ ତାଙ୍କ ସଙ୍ଗେ ସମସ୍ତ ଇସ୍ରାଏଲ ଲାଖୀଶ୍‍ରୁ ଇଗ୍ଲୋନ୍‍କୁ ଗଲେ ଓ ସେମାନେ ତହିଁ ନିକଟରେ ଛାଉଣି କରି ତହିଁ ବିରୁଦ୍ଧରେ ଯୁଦ୍ଧ କଲେ।