Joshua 10:35 — Compare Translations
5 translations compared side by side
Odia - 1840
"ସହେିଦିନ ସମାନେେ ସହରକକ୍ସ୍ଟ ନିଜ ଅଧିନକକ୍ସ୍ଟ ଆଣିଲେ ଓ ସମସ୍ତ ଲୋକଙ୍କକ୍ସ୍ଟ ହତ୍ଯା କଲେ, ଯେପରି ଲାଖୀଶ ରେ ହତ୍ଯା କରିଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ସେହି ଦିନ ସେମାନେ ତାହା ହସ୍ତଗତ କରି ତାକୁ ଖଡ଼୍ଗଧାରରେ ଆଘାତ କଲେ ଓ ସେ ଯେପରି ଲାଖୀଶ୍ ପ୍ରତି କରିଥିଲେ, ସେପରି ତହିଁ ମଧ୍ୟସ୍ଥ ସମସ୍ତ ପ୍ରାଣୀଙ୍କୁ ସେହି ଦିନ ବର୍ଜିତ ରୂପେ ବିନାଶ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ଦିନ ସେମାନେ ସହରକୁ ନିଜ ଅଧୀନକୁ ଆଣିଲେ ଓ ସମସ୍ତ ଲୋକଙ୍କୁ ହତ୍ୟା କଲେ, ଯେପରି ଲାଖୀଶ୍ରେ ହତ୍ୟା କରିଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ସେହି ଦିନ ସେମାନେ ତାହା ହସ୍ତଗତ କରି ତାକୁ ଖଡ୍ଗଧାରରେ ଆଘାତ କଲେ ଓ ସେ ଯେପରି ଲାଖୀଶ୍ ପ୍ରତି କରିଥିଲେ, ସେପରି ତହିଁ ମଧ୍ୟସ୍ଥ ସମସ୍ତ ପ୍ରାଣୀଙ୍କୁ ସେହି ଦିନ ବର୍ଜିତ ରୂପେ ବିନାଶ କଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି ସେହି ଦିନ ସେମାନେ ତାହା ହସ୍ତଗତ କରି ତାକୁ ଖଡ୍ଗଧାରରେ ଆଘାତ କଲେ ଓ ସେ ଯେପରି ଲାଖୀଶ୍ ପ୍ରତି କରିଥିଲେ, ସେପରି ତହିଁ ମଧ୍ୟସ୍ଥ ସମସ୍ତ ପ୍ରାଣୀଙ୍କୁ ସେହି ଦିନ ବର୍ଜିତ ରୂପେ ବିନାଶ କଲେ।