Joshua 10:36 — Compare Translations

5 translations compared side by side

Odia - 1840
"ଏହାପରେ ଯିହାଶୂେୟ ଏବଂ ଇଶ୍ରାୟେଲର ସମସ୍ତ ଲୋକମାନେ ଇଗ୍ଲୋନରକ୍ସ୍ଟ ହିବ୍ରୋଣକକ୍ସ୍ଟ ଗଲେ। ତା'ପରେ ସମାନେେ ହିବ୍ରୋଣକକ୍ସ୍ଟ ଆକ୍ରମଣ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଉତ୍ତାରେ ଯିହୋଶୂୟ ଓ ତାଙ୍କ ସଙ୍ଗେ ସମସ୍ତ ଇସ୍ରାଏଲ ଇଗ୍ଲୋନ୍ରୁ ହିବ୍ରୋଣକୁ ଗଲେ ଓ ସେମାନେ ତହିଁ ପ୍ରତିକୂଳରେ ଯୁଦ୍ଧ କଲେ;
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ଯିହୋଶୂୟ ଏବଂ ଇସ୍ରାଏଲର ସମସ୍ତ ଲୋକମାନେ ଇଗ୍ଲୋ‌ନ୍‌ରୁ ହିବ୍ରୋଣକୁ ଗଲେ। ତା’ପରେ ସେମାନେ ହିବ୍ରୋଣକୁ ଆକ୍ରମଣ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଉତ୍ତାରେ ଯିହୋଶୂୟ ଓ ତାଙ୍କ ସଙ୍ଗେ ସମସ୍ତ ଇସ୍ରାଏଲ ଇଗ୍ଲୋନ୍‍ରୁ ହିବ୍ରୋଣକୁ ଗଲେ ଓ ସେମାନେ ତହିଁ ପ୍ରତିକୂଳରେ ଯୁଦ୍ଧ କଲେ;
Odia IRV 2017 (ଓଡିଆ ବାଇବେଲ)
ଏଉତ୍ତାରେ ଯିହୋଶୂୟ ଓ ତାଙ୍କ ସଙ୍ଗେ ସମସ୍ତ ଇସ୍ରାଏଲ ଇଗ୍ଲୋନ୍‍ରୁ ହିବ୍ରୋଣକୁ ଗଲେ ଓ ସେମାନେ ତହିଁ ପ୍ରତିକୂଳରେ ଯୁଦ୍ଧ କଲେ;