Joshua 10:37 — Compare Translations
5 translations compared side by side
Odia - 1840
"ସମାନେେ ହିବ୍ରୋଣ ଏବଂ ତା ପାଖ ରେ ଥିବା େଛାଟ ସହରଗୁଡିକୁ ମଧ୍ଯ ନିଜ ଅଧିନକକ୍ସ୍ଟ ଆଣିଲେ। ଇଗ୍ଲୋନ ରେ ଠିକ୍ ଯେପରି ସମାନେେ ଇଗ୍ଲାନକକ୍ସ୍ଟ ଧ୍ବଂସ କରିଥିଲେ, ସହେିପରି ସମାନେେ ହିବ୍ରୋଣକକ୍ସ୍ଟ ଧ୍ବଂସ କଲେ ଏବଂ ଏହାର ରାଜାଙ୍କକ୍ସ୍ଟ ଓ ସମସ୍ତ ଲୋକଙ୍କକ୍ସ୍ଟ ହତ୍ଯା କଲେ, କାହାରିକକ୍ସ୍ଟ ଛାଡିଲେ ନାହିଁ। ସମାନଙ୍କେ ମଧ୍ଯରକ୍ସ୍ଟ ସମସ୍ତଙ୍କକ୍ସ୍ଟ ହତ୍ଯା କଲେ ଓ ଧ୍ବଂସ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ସେମାନେ ତାହା ହସ୍ତଗତ କରି ତାହାକୁ ଓ ତହିଁର ରାଜାକୁ, ଆଉ ତହିଁର ସମସ୍ତ ନଗର ଓ ତନ୍ମଧ୍ୟସ୍ଥିତ ସମସ୍ତ ପ୍ରାଣୀଙ୍କୁ ଖଡ଼୍ଗଧାରରେ ଆଘାତ କଲେ; ଯେପରି ସେ ଇଗ୍ଲୋନ୍ ପ୍ରତି କରିଥିଲେ, ତଦନୁସାରେ ସେ କାହାକୁ ଅବଶିଷ୍ଟ ରଖିଲେ ନାହିଁ; ମାତ୍ର ସେ ତାହାକୁ ଓ ତନ୍ମଧ୍ୟସ୍ଥିତ ସମସ୍ତ ପ୍ରାଣୀଙ୍କୁ ବର୍ଜିତ ରୂପେ ବିନାଶ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ହିବ୍ରୋଣ ଏବଂ ତା’ ପାଖରେ ଥିବା ଛୋଟ ସହରଗୁଡ଼ିକୁ ମଧ୍ୟ ନିଜ ଅଧୀନକୁ ଆଣିଲେ। ଇଗ୍ଲୋନ୍ରେ ଠିକ୍ ଯେପରି ସେମାନେ ଇଗ୍ଲୋନ୍କୁ ଧ୍ୱଂସ କରିଥିଲେ, ସେହିପରି ସେମାନେ ହିବ୍ରୋଣକୁ ଧ୍ୱଂସ କଲେ ଏବଂ ଏହାର ରାଜାଙ୍କୁ ଓ ସମସ୍ତ ଲୋକଙ୍କୁ ହତ୍ୟା କଲେ, କାହାରିକୁ ଛାଡ଼ିଲେ ନାହିଁ। ସେମାନଙ୍କ ମଧ୍ୟରୁ ସମସ୍ତଙ୍କୁ ହତ୍ୟା କଲେ ଓ ଧ୍ୱଂସ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ସେମାନେ ତାହା ହସ୍ତଗତ କରି ତାହାକୁ ଓ ତହିଁର ରାଜାକୁ, ଆଉ ତହିଁର ସମସ୍ତ ନଗର ଓ ତନ୍ମଧ୍ୟସ୍ଥିତ ସମସ୍ତ ପ୍ରାଣୀଙ୍କୁ ଖଡ୍ଗଧାରରେ ଆଘାତ କଲେ; ଯେପରି ସେ ଇଗ୍ଲୋନ୍ ପ୍ରତି କରିଥିଲେ, ତଦନୁସାରେ ସେ କାହାକୁ ଅବଶିଷ୍ଟ ରଖିଲେ ନାହିଁ; ମାତ୍ର ସେ ତାହାକୁ ଓ ତନ୍ମଧ୍ୟସ୍ଥିତ ସମସ୍ତ ପ୍ରାଣୀଙ୍କୁ ସମ୍ପୂର୍ଣ୍ଣ ରୂପେ ବିନାଶ କଲେ।
Odia IRV 2017 (ଓଡିଆ ବାଇବେଲ)