Joshua 10:38 — Compare Translations
5 translations compared side by side
Odia - 1840
"ଏହାପରେ ଯିହାଶୂେୟ ଏବଂ ଇଶ୍ରାୟେଲର ସମସ୍ତ ଲୋକମାନେ ଦବୀରକକ୍ସ୍ଟ ଫରେିଲେ ଏବଂ ସେ ସହରକକ୍ସ୍ଟ ଆକ୍ରମଣ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ଯିହୋଶୂୟ ଓ ତାଙ୍କ ସଙ୍ଗେ ସମସ୍ତ ଇସ୍ରାଏଲ ଦବୀରକୁ ଫେରିଲେ ଓ ତହିଁ ପ୍ରତିକୂଳରେ ଯୁଦ୍ଧ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ଯିହୋଶୂୟ ଏବଂ ଇସ୍ରାଏଲର ସମସ୍ତ ଲୋକମାନେ ଦବୀରକୁ ଫେରିଲେ ଏବଂ ସେହି ସହରକୁ ଆକ୍ରମଣ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ଯିହୋଶୂୟ ଓ ତାଙ୍କ ସଙ୍ଗେ ସମସ୍ତ ଇସ୍ରାଏଲ ଦବୀରକୁ ଫେରିଲେ ଓ ତହିଁ ପ୍ରତିକୂଳରେ ଯୁଦ୍ଧ କଲେ।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ଯିହୋଶୂୟ ଓ ତାଙ୍କ ସଙ୍ଗେ ସମସ୍ତ ଇସ୍ରାଏଲ ଦବୀରକୁ ଫେରିଲେ ଓ ତହିଁ ପ୍ରତିକୂଳରେ ଯୁଦ୍ଧ କଲେ।