Joshua 10:39 — Compare Translations

5 translations compared side by side

Odia - 1840
"ସମାନେେ ଦବୀର ସହରକକ୍ସ୍ଟ ନିଜର କରଗତ କଲେ, ତାହାର ରାଜାଙ୍କକ୍ସ୍ଟ ମଧ୍ଯ କରଗତ କଲେ। ଏବଂ ତା'ର ନିକଟରେ ଥିବା େଛାଟ ସହରଗୁଡିକୁ ମଧ୍ଯ ନିଜ ଅଧିନକକ୍ସ୍ଟ ଆଣିଲେ। ଏବଂ ସେ ସହରକକ୍ସ୍ଟ ଧ୍ବଂସ କରି ସମସ୍ତ ଲୋକମାନଙ୍କୁ ହତ୍ଯା କଲେ। କାହାରିକକ୍ସ୍ଟ ଜୀବିତ ଛାଡିଲେ ନାହିଁ। ସମାନେେ ହିବ୍ରୋଣ ସହରକକ୍ସ୍ଟ ଓ ଲିବ୍ନା ଓ ଏହାର ରାଜାଙ୍କକ୍ସ୍ଟ କଲାପରି, ଦବୀର ସହରକକ୍ସ୍ଟ ସହେିପରି ଧ୍ବଂସ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ସେ ତାହା ଓ ତହିଁର ରାଜା ଓ ତହିଁର ନଗରସବୁ ହସ୍ତଗତ କଲେ; ଆଉ ସେମାନେ ଖଡ଼୍‍ଗଧାରରେ ସେମାନଙ୍କୁ ଆଘାତ କରି ତନ୍ମଧ୍ୟସ୍ଥିତ ସମସ୍ତ ପ୍ରାଣୀଙ୍କୁ ବର୍ଜିତ ରୂପେ ବିନାଶ କଲେ, ସେ କାହାକୁ ଅବଶିଷ୍ଟ ରଖିଲେ ନାହିଁ; ଯେପରି ସେ ହିବ୍ରୋଣ ପ୍ରତି, ମଧ୍ୟ ଲିବ୍ନା ଓ ତହିଁର ରାଜା ପ୍ରତି କରିଥିଲେ, ସେପରି ସେ ଦବୀର ଓ ତହିଁର ରାଜା ପ୍ରତି କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ଦବୀର ସହରକୁ ନିଜର କରଗତ କଲେ, ତାହାର ରାଜାଙ୍କୁ ମଧ୍ୟ କରଗତ କଲେ। ଏବଂ ତା’ର ନିକଟରେ ଥିବା ଛୋଟ ସହରଗୁଡ଼ିକୁ ମଧ୍ୟ ନିଜ ଅଧୀନକୁ ଆଣିଲେ। ଏବଂ ସେ ସହରକୁ ଧ୍ୱଂସ କରି ସମସ୍ତ ଲୋକମାନଙ୍କୁ ହତ୍ୟା କଲେ। କାହାରିକୁ ଜୀବିତ ଛାଡ଼ିଲେ ନାହିଁ। ସେମାନେ ହିବ୍ରୋଣ ସହରକୁ ଓ ଲି‌‌ବ୍‌‌ନା ଓ ଏହାର ରାଜାଙ୍କୁ କଲାପରି, ଦବୀର ସହରକୁ ଧ୍ୱଂସ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେ ତାହା ଓ ତହିଁର ରାଜା ଓ ତହିଁର ନଗରସବୁ ହସ୍ତଗତ କଲେ; ଆଉ ସେମାନେ ଖଡ୍ଗଧାରରେ ସେମାନଙ୍କୁ ଆଘାତ କରି ତନ୍ମଧ୍ୟସ୍ଥିତ ସମସ୍ତ ପ୍ରାଣୀଙ୍କୁ ବର୍ଜିତ ରୂପେ ବିନାଶ କଲେ, ସେ କାହାକୁ ଅବଶିଷ୍ଟ ରଖିଲେ ନାହିଁ; ଯେପରି ସେ ହିବ୍ରୋଣ ପ୍ରତି, ମଧ୍ୟ ଲିବ୍‍ନା ଓ ତହିଁର ରାଜା ପ୍ରତି କରିଥିଲେ, ସେପରି ସେ ଦବୀର ଓ ତହିଁର ରାଜା ପ୍ରତି କଲେ।
Odia IRV 2017 (ଓଡିଆ ବାଇବେଲ)