Joshua 10:4 — Compare Translations

5 translations compared side by side

Odia - 1840
"ମାେ ନିକଟକକ୍ସ୍ଟ ଆସ ଏବଂ ଗିବିଯୋନକକ୍ସ୍ଟ ଆକ୍ରମଣ କରିବା ପାଇଁ ସାହାୟ୍ଯ କର। ଗିବିଯୋନୀଯମାନେ ଯିହାଶୂେୟ ଓ ଇଶ୍ରାୟେଲୀୟ ବାସୀମାନଙ୍କ ସହିତ ଶାନ୍ତିଚକ୍ସ୍ଟକ୍ତି କରିଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୋʼ ନିକଟକୁ ଆସି ମୋର ସାହାଯ୍ୟ କର, ଆସ, ଆମ୍ଭେମାନେ ଗିବିୟୋନୀୟ ଲୋକମାନଙ୍କୁ ଆଘାତ କରୁ; କାରଣ ସେମାନେ ଯିହୋଶୂୟ ଓ ଇସ୍ରାଏଲ-ସନ୍ତାନଗଣ ସହିତ ସନ୍ଧି କରିଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
“ମୋ’ ନିକଟକୁ ଆସ ଏବଂ ଗିବିୟୋନକୁ ଆକ୍ରମଣ କରିବା ପାଇଁ ସାହାଯ୍ୟ କର। ଗିବିୟୋନୀୟମାନେ ଯିହୋଶୂୟ ଓ ଇସ୍ରାଏଲୀୟ ବାସୀମାନଙ୍କ ସହିତ ଶାନ୍ତିଚୁକ୍ତି କରିଛନ୍ତି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ମୋʼ ନିକଟକୁ ଆସି ମୋର ସାହାଯ୍ୟ କର, ଆସ, ଆମ୍ଭେମାନେ ଗିବୀୟୋନୀୟ ଲୋକମାନଙ୍କୁ ଆଘାତ କରୁ; କାରଣ ସେମାନେ ଯିହୋଶୂୟ ଓ ଇସ୍ରାଏଲ-ସନ୍ତାନଗଣ ସହିତ ସନ୍ଧି କରିଅଛନ୍ତି।”
Odia IRV 2017 (ଓଡିଆ ବାଇବେଲ)
ମୋ’ ନିକଟକୁ ଆସି ମୋର ସାହାଯ୍ୟ କର, ଆସ, ଆମ୍ଭେମାନେ ଗିବୀୟୋନୀୟ ଲୋକମାନଙ୍କୁ ଆଘାତ କରୁ; କାରଣ ସେମାନେ ଯିହୋଶୂୟ ଓ ଇସ୍ରାଏଲ ସନ୍ତାନଗଣ ସହିତ ସନ୍ଧି କରିଅଛନ୍ତି।