Joshua 10:40 — Compare Translations

5 translations compared side by side

Odia - 1840
"ଏହିପରି ଯିହାଶୂେୟ ସମସ୍ତ ପାର୍ବତମଯ ଦେଶ ନଗେଭେ, ଦକ୍ଷିଣସ୍ଥ ଓ ପୂର୍ବସ୍ଥ ପାଦଦେଶୀଯ ରାଜାଙ୍କକ୍ସ୍ଟ ମଧ୍ଯ ହତ୍ଯା କଲେ। ସେ କାହାରିକକ୍ସ୍ଟ ସଠାେରେ ଜିବିତ ଛାଡିଲେ ନାହିଁ। କାରଣ ସଦାପ୍ରଭୁ ଇଶ୍ରାୟେଲକକ୍ସ୍ଟ ଏପରି କରିବା ପାଇଁ ନିର୍ଦ୍ଦେଶ ଦେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହିରୂପେ ଯିହୋଶୂୟ ପର୍ବତମୟ ଦେଶ ଓ ଦକ୍ଷିଣ ପ୍ରଦେଶ ଓ ତଳଭୂମି ଓ ଅଧିତ୍ୟକାଦି ସମସ୍ତ ଦେଶ ଓ ତହିଁର ସମସ୍ତ ରାଜାଙ୍କୁ ପରାସ୍ତ କରି ବଧ କଲେ; ସେ କାହାକୁ ଅବଶିଷ୍ଟ ରଖିଲେ ନାହିଁ; ମାତ୍ର ସେ ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵରଙ୍କ ଆଜ୍ଞାନୁସାରେ ନିଃଶ୍ଵାସ-ପ୍ରଶ୍ଵାସଧାରୀ ସମସ୍ତଙ୍କୁ ବର୍ଜିତ ରୂପେ ବିନାଶ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଏହିପରି ଯିହୋଶୂୟ ସମସ୍ତ ପର୍ବତମୟ ଦେଶ ନେଗେଭ, ଦକ୍ଷିଣସ୍ଥ ଓ ପୂର୍ବସ୍ଥ ପାଦଦେଶୀୟ ରାଜାଙ୍କୁ ମଧ୍ୟ ହତ୍ୟା କଲେ। ସେ କାହାରିକୁ ସେଠାରେ ଜୀବିତ ଛାଡ଼ିଲେ ନାହିଁ। କାରଣ ସଦାପ୍ରଭୁ ଇସ୍ରାଏଲକୁ ଏପରି କରିବା ପାଇଁ ନିର୍ଦ୍ଦେଶ ଦେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହିରୂପେ ଯିହୋଶୂୟ ପର୍ବତମୟ ଦେଶ ଓ ଦକ୍ଷିଣ ପ୍ରଦେଶ ଓ ତଳଭୂମି ଓ ଅଧିତ୍ୟକାଦି ସମସ୍ତ ଦେଶ ଓ ତହିଁର ସମସ୍ତ ରାଜାଙ୍କୁ ପରାସ୍ତ କରି ବଧ କଲେ; ସେ କାହାକୁ ଅବଶିଷ୍ଟ ରଖିଲେ ନାହିଁ; ମାତ୍ର ସେ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କ ଆଜ୍ଞାନୁସାରେ ନିଃଶ୍ୱାସପ୍ରଶ୍ୱାସଧାରୀ ସମସ୍ତଙ୍କୁ ସମ୍ପୂର୍ଣ୍ଣ ରୂପେ ବିନାଶ କଲେ।
Odia IRV 2017 (ଓଡିଆ ବାଇବେଲ)