Joshua 10:41 — Compare Translations

5 translations compared side by side

Odia - 1840
"ଯିହାଶୂେୟ କାଦେଶ ବର୍ଣ୍ଣଯଠାେରକ୍ସ୍ଟ ଘସା ପର୍ୟ୍ଯନ୍ତ ସମାନଙ୍କେୁ ଓ ଗିବିଯୋନ ପର୍ୟ୍ଯନ୍ତ ଗୋଶନର ସମସ୍ତ ଦେଶ ପରାସ୍ତ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଯିହୋଶୂୟ କାଦେଶ-ବର୍ଣ୍ଣେୟଠାରୁ ଘସା ପର୍ଯ୍ୟନ୍ତ ସେମାନଙ୍କୁ ଓ ଗିବିୟୋନ୍ ପର୍ଯ୍ୟନ୍ତ ଗୋଶନର ସମସ୍ତ ଦେଶ ପରାସ୍ତ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଯିହୋଶୂୟ ସେମାନଙ୍କୁ କାଦେଶ ବର୍ଣ୍ଣେୟଠାରୁ ଘସା ପର୍ଯ୍ୟନ୍ତ ଓ ଗିବିୟୋନ ପର୍ଯ୍ୟନ୍ତ ଗୋଶନର ସମସ୍ତ ଦେଶ ପରାସ୍ତ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ଯିହୋଶୂୟ କାଦେଶ-ବର୍ଣ୍ଣେୟଠାରୁ ଘସା ପର୍ଯ୍ୟନ୍ତ ସେମାନଙ୍କୁ ଓ ଗିବୀୟୋନ୍‍ ପର୍ଯ୍ୟନ୍ତ ଗୋଶନର ସମସ୍ତ ଦେଶ ପରାସ୍ତ କଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି ଯିହୋଶୂୟ କାଦେଶ-ବର୍ଣ୍ଣେୟଠାରୁ ଘସା ପର୍ଯ୍ୟନ୍ତ ସେମାନଙ୍କୁ ଓ ଗିବୀୟୋନ୍‍ ପର୍ଯ୍ୟନ୍ତ ଗୋଶନର ସମସ୍ତ ଦେଶ ପରାସ୍ତ କଲେ।