Joshua 10:42 — Compare Translations
5 translations compared side by side
Odia - 1840
"ଯିହାଶୂେୟ ଏହି ସମସ୍ତ ଦେଶ ଓ ରାଜାଗଣଙ୍କକ୍ସ୍ଟ ଏକାବଳେକେ ହସ୍ତଗତ କଲେ। କାରଣ ସଦାପ୍ରଭୁ ଇଶ୍ରାୟେଲର ପରମେଶ୍ବର ଇଶ୍ରାୟେଲ ପକ୍ଷ ରେ ୟକ୍ସ୍ଟଦ୍ଧ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଯିହୋଶୂୟ ଏହି ସମସ୍ତ ଦେଶ ଓ ରାଜଗଣକୁ ଏକାବେଳେ ହସ୍ତଗତ କଲେ; କାରଣ ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵର ଇସ୍ରାଏଲ ପକ୍ଷରେ ଯୁଦ୍ଧ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଯିହୋଶୂୟ ଏହି ସମସ୍ତ ଦେଶ ଓ ରାଜାଗଣଙ୍କୁ ଏକାବେଳକେ ହସ୍ତଗତ କଲେ। କାରଣ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଇସ୍ରାଏଲ ପକ୍ଷରେ ଯୁଦ୍ଧ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ଯିହୋଶୂୟ ଏହି ସମସ୍ତ ଦେଶ ଓ ରାଜାଗଣକୁ ଏକାବେଳେ ହସ୍ତଗତ କଲେ; କାରଣ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଇସ୍ରାଏଲ ପକ୍ଷରେ ଯୁଦ୍ଧ କଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି ଯିହୋଶୂୟ ଏହି ସମସ୍ତ ଦେଶ ଓ ରାଜାଗଣକୁ ଏକାବେଳେ ହସ୍ତଗତ କଲେ; କାରଣ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଇସ୍ରାଏଲ ପକ୍ଷରେ ଯୁଦ୍ଧ କଲେ।