Joshua 10:43 — Compare Translations
5 translations compared side by side
Odia - 1840
"ଏହାପରେ ଯିହାଶୂେୟ ଏବଂ ଇଶ୍ରାୟେଲବାସୀ ଗିଲ୍ଗଲଠା ରେ ଥିବା ଶିବିରକକ୍ସ୍ଟ ଫରେିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଉତ୍ତାରେ ଯିହୋଶୂୟ ଓ ତାଙ୍କ ସଙ୍ଗେ ସମସ୍ତ ଇସ୍ରାଏଲ ଗିଲ୍ଗଲ୍ ଛାଉଣିକି ଫେରି ଆସିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ଯିହୋଶୂୟ ଏବଂ ଇସ୍ରାଏଲବାସୀ ଗିଲ୍ଗଲ୍ଠାରେ ଥିବା ଶିବିରକୁ ଫେରିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଉତ୍ତାରେ ଯିହୋଶୂୟ ଓ ତାଙ୍କ ସଙ୍ଗେ ସମସ୍ତ ଇସ୍ରାଏଲ ଗିଲ୍ଗଲ୍ ଛାଉଣିକୁ ଫେରି ଆସିଲେ।
Odia IRV 2017 (ଓଡିଆ ବାଇବେଲ)
ଏଉତ୍ତାରେ ଯିହୋଶୂୟ ଓ ତାଙ୍କ ସଙ୍ଗେ ସମସ୍ତ ଇସ୍ରାଏଲ ଗିଲ୍ଗଲ୍ ଛାଉଣିକୁ ଫେରି ଆସିଲେ।