Joshua 10:5 — Compare Translations

5 translations compared side by side

Odia - 1840
"ତେଣୁ ପାଞ୍ଚ ଜଣ ଇମାରେୀୟ ରାଜା ଯଥା:ୟିରକ୍ସ୍ଟଶାଲମର ରାଜା, ହିବ୍ରୋଣର ରାଜା, ୟମୂର୍ତର ରାଜା, ଲାଖୀଶର ରାଜା ଓ ଇଗ୍ଲୋନର ରାଜା ଇ ମାରେୀଯମାନଙ୍କ ଏହି ପାଞ୍ଚ ରାଜା ନିଜ ନିଜର ସମସ୍ତ ସୈନ୍ଯମାନଙ୍କ ସହିତ ଗିବିଯୋନକକ୍ସ୍ଟ ଅକ୍ତିଆର କରିବାକୁ ଏକତ୍ରୀତ ହେଲେ। ସମାନେେ ନଗରକକ୍ସ୍ଟ ଘରେିଗଲେ ଓ ଆକ୍ରମଣ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏନିମନ୍ତେ ଯିରୂଶାଲମର ରାଜା, ହିବ୍ରୋଣର ରାଜା, ଯର୍ମୂତର ରାଜା, ଲାଖୀଶର ରାଜା ଓ ଇଗ୍ଲୋନର ରାଜା, ଇମୋରୀୟମାନଙ୍କ ଏହି ପାଞ୍ଚ ରାଜା ଆପଣା ଆପଣା ସମସ୍ତ ସୈନ୍ୟ ସହିତ ଏକତ୍ର ଉଠି ଯାଇ ଗିବିୟୋନ ସମ୍ମୁଖରେ ଛାଉଣି ସ୍ଥାପନ କରି ତହିଁ ବିରୁଦ୍ଧରେ ଯୁଦ୍ଧ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ପାଞ୍ଚ ଜଣ ଇମୋରୀୟ ରାଜା ଯଥା: ଯିରୁଶାଲମର ରାଜା, ହିବ୍ରୋଣର ରାଜା, ଯର୍ମୂତର ରାଜା, ଲାଖୀ‌ଶ୍‌ର ରାଜା ଓ ଇଗ୍ଲୋନର ରାଜା ଇମୋରୀୟମାନଙ୍କ ଏହି ପାଞ୍ଚ ରାଜା ନିଜ ନିଜର ସମସ୍ତ ସୈନ୍ୟମାନଙ୍କ ସହିତ ଗିବିୟୋନକୁ ଅକ୍ତିଆର କରିବାକୁ ଏକତ୍ରିତ ହେଲେ। ସେମାନେ ନଗରକୁ ଘେରିଗଲେ ଓ ଆକ୍ରମଣ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏନିମନ୍ତେ ଯିରୂଶାଲମର ରାଜା, ହିବ୍ରୋଣର ରାଜା, ଯର୍ମୂତର ରାଜା, ଲାଖୀଶ୍‍ର ରାଜା ଓ ଇଗ୍ଲୋନ୍‍ର ରାଜା, ଇମୋରୀୟମାନଙ୍କ ଏହି ପାଞ୍ଚ ରାଜା ଆପଣା ଆପଣା ସମସ୍ତ ସୈନ୍ୟ ସହିତ ଏକତ୍ର ଉଠିଯାଇ ଗିବୀୟୋନ୍‍ ସମ୍ମୁଖରେ ଛାଉଣି ସ୍ଥାପନ କରି ତହିଁ ବିରୁଦ୍ଧରେ ଯୁଦ୍ଧ କଲେ।
Odia IRV 2017 (ଓଡିଆ ବାଇବେଲ)
ଏନିମନ୍ତେ ଯିରୂଶାଲମର ରାଜା, ହିବ୍ରୋଣର ରାଜା, ଯର୍ମୂତର ରାଜା, ଲାଖୀଶ୍‍ର ରାଜା ଓ ଇଗ୍ଲୋନ୍‍ର ରାଜା, ଇମୋରୀୟମାନଙ୍କ ଏହି ପାଞ୍ଚ ରାଜା ଆପଣା ଆପଣା ସମସ୍ତ ସୈନ୍ୟ ସହିତ ଏକତ୍ର ଉଠି ଯାଇ ଗିବୀୟୋନ୍‍ ସମ୍ମୁଖରେ ଛାଉଣି ସ୍ଥାପନ କରି ତହିଁ ବିରୁଦ୍ଧରେ ଯୁଦ୍ଧ କଲେ।