Joshua 10:7 — Compare Translations
5 translations compared side by side
Odia - 1840
"ତେଣୁ ଯିହାଶୂେୟ ତାଙ୍କର ସମସ୍ତ ସୈନ୍ଯ ଓ ମହା ବିକ୍ରମଶାଳୀ ଯୋଦ୍ଧା ସହିତ ଗିଲ୍ଗଲରକ୍ସ୍ଟ ୟାତ୍ରା କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ଯିହୋଶୂୟ ଓ ତାଙ୍କ ସହିତ ସମସ୍ତ ଯୋଦ୍ଧା ଓ ମହାବିକ୍ରମଶାଳୀ ସମସ୍ତ ଲୋକ ଗିଲ୍ଗଲ୍ରୁ ଯାତ୍ରା କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ଯିହୋଶୂୟ ତାଙ୍କର ସମସ୍ତ ସୈନ୍ୟ ଓ ମହା ବିକ୍ରମଶାଳୀ ଯୋଦ୍ଧା ସହିତ ଗିଲ୍ଗଲ୍ରୁ ଯାତ୍ରା କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ଯିହୋଶୂୟ ଓ ତାଙ୍କ ସହିତ ସମସ୍ତ ଯୋଦ୍ଧା ଓ ମହାବିକ୍ରମଶାଳୀ ସମସ୍ତ ଲୋକ ଗିଲ୍ଗଲ୍ରୁ ଯାତ୍ରା କଲେ।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ଯିହୋଶୂୟ ଓ ତାଙ୍କ ସହିତ ସମସ୍ତ ଯୋଦ୍ଧା ଓ ମହାବିକ୍ରମଶାଳୀ ସମସ୍ତ ଲୋକ ଗିଲ୍ଗଲ୍ରୁ ଯାତ୍ରା କଲେ।