Joshua 10:8 — Compare Translations

5 translations compared side by side

Odia - 1840
"ସଦାପ୍ରଭୁ ଯିହାଶୂେୟଙ୍କକ୍ସ୍ଟ କହିଲେ, ସମାନଙ୍କେୁ ଭୟ କର ନାହିଁ, କାରଣ ମୁ ସମାନଙ୍କେୁ ତକ୍ସ୍ଟମ୍ଭ ହସ୍ତ ରେ ସମର୍ପଣ କରିବି। ସମାନଙ୍କେ ମଧ୍ଯରକ୍ସ୍ଟ ଜଣେ ହେଲେ, ତୁମ୍ଭର ସମ୍ମକ୍ସ୍ଟଖୀନ ହାଇେ ପାରିବେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିରେ ସଦାପ୍ରଭୁ ଯିହୋଶୂୟଙ୍କୁ କହିଲେ, ସେମାନଙ୍କୁ ଭୟ ନ କର; କାରଣ ଆମ୍ଭେ ସେମାନଙ୍କୁ ତୁମ୍ଭ ହସ୍ତରେ ସମର୍ପଣ କଲୁ; ସେମାନଙ୍କ ମଧ୍ୟରୁ ଜଣେ ହେଲେ ତୁମ୍ଭ ସମ୍ମୁଖରେ ଛିଡ଼ା ହୋଇ ପାରିବ ନାହିଁ ⇧।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ଯିହୋଶୂୟଙ୍କୁ କହିଲେ, “ସେମାନଙ୍କୁ ଭୟ କର ନାହିଁ, କାରଣ ମୁଁ ସେମାନଙ୍କୁ ତୁମ୍ଭ ହସ୍ତରେ ସମର୍ପଣ କରିବି। ସେମାନଙ୍କ ମଧ୍ୟରୁ ଜଣେ ହେଲେ, ତୁମ୍ଭର ସମ୍ମୁଖୀନ ହୋଇ ପାରିବେ ନାହିଁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିରେ ସଦାପ୍ରଭୁ ଯିହୋଶୂୟଙ୍କୁ କହିଲେ, “ସେମାନଙ୍କୁ ଭୟ ନ କର; କାରଣ ଆମ୍ଭେ ସେମାନଙ୍କୁ ତୁମ୍ଭ ହସ୍ତରେ ସମର୍ପଣ କଲୁ; ସେମାନଙ୍କ ମଧ୍ୟରୁ ଜଣେ ହେଲେ ତୁମ୍ଭ ସମ୍ମୁଖରେ ଛିଡ଼ା ହୋଇ ପାରିବ ନାହିଁ।”
Odia IRV 2017 (ଓଡିଆ ବାଇବେଲ)
ଏଥିରେ ସଦାପ୍ରଭୁ ଯିହୋଶୂୟଙ୍କୁ କହିଲେ, ସେମାନଙ୍କୁ ଭୟ ନ କର; କାରଣ ଆମ୍ଭେ ସେମାନଙ୍କୁ ତୁମ୍ଭ ହସ୍ତରେ ସମର୍ପଣ କଲୁ; ସେମାନଙ୍କ ମଧ୍ୟରୁ ଜଣେ ହେଲେ ତୁମ୍ଭ ସମ୍ମୁଖରେ ଛିଡ଼ା ହୋଇ ପାରିବ ନାହିଁ।