Joshua 10:9 — Compare Translations
5 translations compared side by side
Odia - 1840
"ତେଣୁ ଯିହାଶୂେୟ ସୈନ୍ଯମାନଙ୍କ ସହିତ ଅଗ୍ରସର ହାଇେ ଅକସ୍ମାତ ସମାନଙ୍କେୁ ଗିଲ୍ଗଲରକ୍ସ୍ଟ ରାତ୍ରିସାରା ଆକ୍ରମଣ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ଯିହୋଶୂୟ ଅକସ୍ମାତ୍ ସେମାନଙ୍କ ନିକଟରେ ଉପସ୍ଥିତ ହେଲେ; କାରଣ ସେ ଗିଲ୍ଗଲ୍ଠାରୁ ରାତ୍ରିଯାକ ଚାଲିଥିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ଯିହୋଶୂୟ ସୈନ୍ୟମାନଙ୍କ ସହିତ ଅଗ୍ରସର ହୋଇ ଅକସ୍ମାତ୍ ସେମାନଙ୍କୁ ଗିଲ୍ଗଲ୍ରୁ ରାତ୍ରିସାରା ଆକ୍ରମଣ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ଯିହୋଶୂୟ ଅକସ୍ମାତ୍ ସେମାନଙ୍କ ନିକଟରେ ଉପସ୍ଥିତ ହେଲେ; କାରଣ ସେ ଗିଲ୍ଗଲ୍ଠାରୁ ରାତ୍ରିଯାକ ଚାଲିଥିଲେ।
Odia IRV 2017 (ଓଡିଆ ବାଇବେଲ)
ତହୁଁ ଯିହୋଶୂୟ ଅକସ୍ମାତ୍ ସେମାନଙ୍କ ନିକଟରେ ଉପସ୍ଥିତ ହେଲେ; କାରଣ ସେ ଗିଲ୍ଗଲ୍ଠାରୁ ରାତ୍ରିଯାକ ଚାଲିଥିଲେ।