Joshua 11:12 — Compare Translations
5 translations compared side by side
Odia - 1840
"ଯିହାଶୂେୟ ସେ ସମସ୍ତ ରାଜକୀଯ ସହରଗକ୍ସ୍ଟଡିକ ନିଜ ଅଧିନକକ୍ସ୍ଟ ଆଣିଲେ ଓ ସମାନଙ୍କେର ରାଜାମାନଙ୍କୁ ହତ୍ଯା କଲେ। ଯିହାଶୂେୟ ସଐୂର୍ଣ ଭାବେ ସମସ୍ତ ଲୋକମାନଙ୍କୁ ଓ ଏହି ସହର ରାଜାଗଣଙ୍କକ୍ସ୍ଟ ଧ୍ବଂସ କଲେ। ସଦାପ୍ରଭୁଙ୍କ ସବେକ ମାଶାେ ଏହିପରି ଭାବରେ ଆଜ୍ଞା କରିଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଯିହୋଶୂୟ ସେହି ରାଜଗଣର ସମସ୍ତ ନଗର ଓ ସେସବୁର ରାଜାମାନଙ୍କୁ ହସ୍ତଗତ କଲେ ଓ ସଦାପ୍ରଭୁଙ୍କ ସେବକ ମୋଶାଙ୍କ ଆଜ୍ଞାନୁସାରେ ଖଡ଼୍ଗଧାରରେ ସେମାନଙ୍କୁ ଆଘାତ କରି ବର୍ଜିତ ରୂପେ ବିନାଶ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଯିହୋଶୂୟ ସେ ସମସ୍ତ ରାଜକୀୟ ସହରଗୁଡ଼ିକ ନିଜ ଅଧୀନକୁ ଆଣିଲେ ଓ ସେମାନଙ୍କର ରାଜାମାନଙ୍କୁ ହତ୍ୟା କଲେ। ଯିହୋଶୂୟ ସମ୍ପୂର୍ଣ୍ଣ ଭାବେ ସମସ୍ତ ଲୋକମାନଙ୍କୁ ଓ ଏହି ସହରର ରାଜାଗଣକୁ ଧ୍ୱଂସ କଲେ। ସଦାପ୍ରଭୁଙ୍କ ସେବକ ମୋଶା ଏହିପରି ଭାବରେ ଆଜ୍ଞା କରିଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ଯିହୋଶୂୟ ସେହି ରାଜାଗଣର ସମସ୍ତ ନଗର ଓ ସେସବୁର ରାଜାମାନଙ୍କୁ ହସ୍ତଗତ କଲେ ଓ ସଦାପ୍ରଭୁଙ୍କ ସେବକ ମୋଶାଙ୍କ ଆଜ୍ଞାନୁସାରେ ଖଡ୍ଗଧାରରେ ସେମାନଙ୍କୁ ଆଘାତ କରି ସମ୍ପୂର୍ଣ୍ଣ ରୂପେ ବିନାଶ କଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି ଯିହୋଶୂୟ ସେହି ରାଜାଗଣର ସମସ୍ତ ନଗର ଓ ସେସବୁର ରାଜାମାନଙ୍କୁ ହସ୍ତଗତ କଲେ ଓ ସଦାପ୍ରଭୁଙ୍କ ସେବକ ମୋଶାଙ୍କ ଆଜ୍ଞାନୁସାରେ ଖଡ୍ଗଧାରରେ ସେମାନଙ୍କୁ ଆଘାତ କରି ସମ୍ପୂର୍ଣ୍ଣ ରୂପେ ବିନାଶ କଲେ।