Joshua 11:13 — Compare Translations
5 translations compared side by side
Odia - 1840
"ମାତ୍ର ନିଜ ନିଜ କକ୍ସ୍ଟଦ ଉପରେ ସ୍ଥାପିତ ନଗରମାନ ମଧ୍ଯରକ୍ସ୍ଟ କବଳେ ହାତ୍ସୋର ବିନା ଆଉ କୌଣସି ନଗର ଇଶ୍ରାୟେଲ ଦଗ୍ଧ କଲେ ନାହିଁ। ତାହା ଯିହାଶୂେୟ ଦଗ୍ଧ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ଆପଣା ଆପଣା ଟିକର ଉପରେ ସ୍ଥାପିତ ନଗରମାନ ମଧ୍ୟରୁ କେବଳ ହାତ୍ସୋର ବିନୁ ଆଉ କୌଣସି ନଗର ଇସ୍ରାଏଲ ଦଗ୍ଧ କଲେ ନାହିଁ; ତାହା ଯିହୋଶୂୟ ଦଗ୍ଧ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ମାତ୍ର ନିଜ ନିଜ କୁଦ ଉପରେ ସ୍ଥାପିତ ନଗରମାନ ମଧ୍ୟରୁ କେବଳ ହାତ୍ସୋର ବିନା ଆଉ କୌଣସି ନଗର ଇସ୍ରାଏଲ ଦଗ୍ଧ କଲେ ନାହିଁ। ତାହା ଯିହୋଶୂୟ ଦଗ୍ଧ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ଆପଣା ଆପଣା ଟିକର ଉପରେ ସ୍ଥାପିତ ନଗରମାନ ମଧ୍ୟରୁ କେବଳ ହାସୋର ବିନୁ ଆଉ କୌଣସି ନଗର ଇସ୍ରାଏଲ ଦଗ୍ଧ କଲେ ନାହିଁ; ତାହା ଯିହୋଶୂୟ ଦଗ୍ଧ କଲେ।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ଆପଣା ଆପଣା ଟିକର ଉପରେ ସ୍ଥାପିତ ନଗରମାନ ମଧ୍ୟରୁ କେବଳ ହାସୋର ବିନୁ ଆଉ କୌଣସି ନଗର ଇସ୍ରାଏଲ ଦଗ୍ଧ କଲେ ନାହିଁ; ତାହା ଯିହୋଶୂୟ ଦଗ୍ଧ କଲେ।