Joshua 11:14 — Compare Translations

5 translations compared side by side

Odia - 1840
"ଆଉ ଇଶ୍ରାୟେଲର ସନ୍ତାନଗଣ ସହେି ସବୁ ନଗରର ଦ୍ରବ୍ଯାଦି ଓ ପଶକ୍ସ୍ଟଗଣଙ୍କକ୍ସ୍ଟ ନିଜ ନିଜ ପାଇଁ ଲକ୍ସ୍ଟଟ୍ କରି ନେଲେ। କିନ୍ତୁ ସମାନେେ ସମସ୍ତ ଲୋକମାନଙ୍କୁ ସମାନଙ୍କେ ଖଣ୍ତା ଦ୍ବାରା ହତ୍ଯା କଲେ। ସମାନେେ କୌଣସି ବ୍ଯକ୍ତିକକ୍ସ୍ଟ ଜୀବିତ ରହିବା ପାଇଁ ଦେଲେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ଇସ୍ରାଏଲ-ସନ୍ତାନଗଣ ସେସବୁ ନଗରର ଦ୍ରବ୍ୟାଦି ଓ ପଶୁଗଣକୁ ଆପଣାମାନଙ୍କ ନିମନ୍ତେ ଲୁଟ କରି ନେଲେ; ମାତ୍ର ନିଃଶେଷ ରୂପେ ବଧ କରିବା ଯାଏ ସେମାନେ ଖଡ଼୍‍ଗଧାରରେ ପ୍ରତ୍ୟେକ ମନୁଷ୍ୟକୁ ଆଘାତ କଲେ, ପୁଣି ସେମାନେ ନିଃଶ୍ଵାସପ୍ରଶ୍ଵାସଧାରୀ କାହାକୁ ଅବଶିଷ୍ଟ ରଖିଲେ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ଆଉ ଇସ୍ରାଏଲର ସନ୍ତାନଗଣ ସେହିସବୁ ନଗରର ଦ୍ରବ୍ୟାଦି ଓ ପଶୁଗଣଙ୍କୁ ନିଜ ନିଜ ପାଇଁ ଲୁଟ୍ କରି ନେଲେ। କିନ୍ତୁ ସେମାନେ ସମସ୍ତ ଲୋକମାନଙ୍କୁ ସେମାନଙ୍କ ଖଣ୍ତା ଦ୍ୱାରା ହତ୍ୟା କଲେ। ସେମାନେ କୌଣସି ବ୍ୟକ୍ତିକୁ ଜୀବିତ ରହିବା ପାଇଁ ଦେଲେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ଇସ୍ରାଏଲ-ସନ୍ତାନଗଣ ସେସବୁ ନଗରର ଦ୍ରବ୍ୟାଦି ଓ ପଶୁଗଣକୁ ଆପଣାମାନଙ୍କ ନିମନ୍ତେ ଲୁଟ କରି ନେଲେ; ମାତ୍ର ସମ୍ପୂର୍ଣ୍ଣ ରୂପେ ବଧ କରିବା ଯାଏ ସେମାନେ ଖଡ୍ଗଧାରରେ ପ୍ରତ୍ୟେକ ମନୁଷ୍ୟକୁ ଆଘାତ କଲେ, ପୁଣି ସେମାନେ ନିଃଶ୍ୱାସପ୍ରଶ୍ୱାସଧାରୀ କାହାକୁ ଅବଶିଷ୍ଟ ରଖିଲେ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ଆଉ ଇସ୍ରାଏଲ ସନ୍ତାନଗଣ ସେସବୁ ନଗରର ଦ୍ରବ୍ୟାଦି ଓ ପଶୁଗଣକୁ ଆପଣାମାନଙ୍କ ନିମନ୍ତେ ଲୁଟ କରି ନେଲେ; ମାତ୍ର ସମ୍ପୂର୍ଣ୍ଣ ରୂପେ ବଧ କରିବା ଯାଏ ସେମାନେ ଖଡ୍ଗଧାରରେ ପ୍ରତ୍ୟେକ ମନୁଷ୍ୟକୁ ଆଘାତ କଲେ, ପୁଣି ସେମାନେ ନିଃଶ୍ୱାସପ୍ରଶ୍ୱାସଧାରୀ କାହାକୁ ଅବଶିଷ୍ଟ ରଖିଲେ ନାହିଁ।