Joshua 11:16 — Compare Translations
5 translations compared side by side
Odia - 1840
"ଏହିପରି ଯିହାଶୂେୟ ସହେିସବୁ ପ୍ରବେଶ ଓ ସଠାେରେ ପର୍ବତମଯ ଦେଶ ଓ ସମସ୍ତ ନଗଭେ ଓ ଗୋଶନର ସମସ୍ତ ପ୍ରଦେଶ ଓ ପଶ୍ଚିମସ୍ଥ ତଳଭୂମି ଓ ଇଶ୍ରାୟେଲର ପର୍ବତମଯ ଦେଶ ଓ ତହିଁର ତଳ ଭୂମିକକ୍ସ୍ଟ ନିଜ ଅଧିନକକ୍ସ୍ଟ ଆଣିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହିରୂପେ ଯିହୋଶୂୟ ସେହିସବୁ ପ୍ରଦେଶ ଓ ସେଠାର ପର୍ବତମୟ ଦେଶ ଓ ସମସ୍ତ ଦକ୍ଷିଣାଞ୍ଚଳ ଓ ଗୋଶନର ସମସ୍ତ ପ୍ରଦେଶ ଓ ତଳଭୂମି ଓ ପଦାଭୂମି ଓ ଇସ୍ରାଏଲର ପର୍ବତମୟ ଦେଶ ଓ ତହିଁର ତଳଭୂମି;
Odia Bible ERV 2004 (ପବିତ୍ର ବାଇବଲ)
ଏହିପରି ଯିହୋଶୂୟ ସେହିସବୁ ପ୍ରବେଶ ଓ ସେଠାକାର ପର୍ବତମୟ ଦେଶ ଓ ସମସ୍ତ ନେଗେଭ ଓ ଗୋଶନର ସମସ୍ତ ପ୍ରଦେଶ ଓ ପଶ୍ଚିମସ୍ଥ ତଳଭୂମି ଓ ଇସ୍ରାଏଲର ପର୍ବତମୟ ଦେଶ ଓ ତହିଁର ତଳ ଭୂମିକୁ ନିଜ ଅଧୀନକୁ ଆଣିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହିରୂପେ ଯିହୋଶୂୟ ସେହି ସବୁ ପ୍ରଦେଶ ଓ ସେଠାର ପର୍ବତମୟ ଦେଶ ଓ ସମସ୍ତ ଦକ୍ଷିଣାଞ୍ଚଳ ଓ ଗୋଶନର ସମସ୍ତ ପ୍ରଦେଶ ଓ ତଳଭୂମି ଓ ପଦାଭୂମି ଓ ଇସ୍ରାଏଲର ପର୍ବତମୟ ଦେଶ ଓ ତହିଁର ତଳଭୂମି;
Odia IRV 2017 (ଓଡିଆ ବାଇବେଲ)
ଏହିରୂପେ ଯିହୋଶୂୟ ସେହିସବୁ ପ୍ରଦେଶ ଓ ସେଠାର ପର୍ବତମୟ ଦେଶ ଓ ସମସ୍ତ ଦକ୍ଷିଣାଞ୍ଚଳ ଓ ଗୋଶନର ସମସ୍ତ ପ୍ରଦେଶ ଓ ତଳଭୂମି ଓ ପଦାଭୂମି ଓ ଇସ୍ରାଏଲର ପର୍ବତମୟ ଦେଶ ଓ ତହିଁର ତଳଭୂମି;