Joshua 11:17 — Compare Translations
5 translations compared side by side
Odia - 1840
"ସଯେୀରଗାମୀ ହାଲକ୍ ପର୍ବତଠାରକ୍ସ୍ଟ ହର୍ମୋଣ ପର୍ବତର ନୀଚସ୍ଥ ଲିବା ନୋନ୍ ସମସ୍ଥଳୀ ରେ ଥିବା ବାଲଗାଦ ପର୍ୟ୍ଯନ୍ତ ସମସ୍ତ ଦେଶ ହସ୍ତଗତ କଲେ। ପକ୍ସ୍ଟଣି ସମାନଙ୍କେର ସମସ୍ତ ରାଜାଙ୍କକ୍ସ୍ଟ ହତ୍ଯା କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେୟୀରଗାମୀ ହାଲକ୍ ପର୍ବତଠାରୁ ହର୍ମୋଣ ପର୍ବତର ନୀଚସ୍ଥ ଲିବାନୋନ୍ ସମସ୍ଥଳୀରେ ଥିବା ବାଲ୍ଗାଦ୍ ପର୍ଯ୍ୟନ୍ତ ସମସ୍ତ ଦେଶ ହସ୍ତଗତ କଲେ; ପୁଣି ସେମାନଙ୍କର ସମସ୍ତ ରାଜାଙ୍କୁ ଧରି ଆଘାତପୂର୍ବକ ବଧ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସେୟୀରଗାମୀ ହାଲକ୍ ପର୍ବତଠାରୁ ହର୍ମୋଣ ପର୍ବତର ନୀଚସ୍ଥ ଲିବାନୋନ୍ ସମସ୍ଥଳୀରେ ଥିବା ବାଲ୍ଗାଦ୍ ପର୍ଯ୍ୟନ୍ତ ସମସ୍ତ ଦେଶ ହସ୍ତଗତ କଲେ। ପୁଣି ସେମାନଙ୍କର ସମସ୍ତ ରାଜାଙ୍କୁ ହତ୍ୟା କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେୟୀରଗାମୀ ହାଲକ୍ ପର୍ବତଠାରୁ ହର୍ମୋଣ ପର୍ବତର ନୀଚସ୍ଥ ଲିବାନୋନ ସମସ୍ଥଳୀରେ ଥିବା ବାଲ୍ଗାଦ୍ ପର୍ଯ୍ୟନ୍ତ ସମସ୍ତ ଦେଶ ହସ୍ତଗତ କଲେ; ପୁଣି ସେମାନଙ୍କର ସମସ୍ତ ରାଜାଙ୍କୁ ଧରି ଆଘାତପୂର୍ବକ ବଧ କଲେ।
Odia IRV 2017 (ଓଡିଆ ବାଇବେଲ)
ସେୟୀରଗାମୀ ହାଲକ୍ ପର୍ବତଠାରୁ ହର୍ମୋଣ ପର୍ବତର ନୀଚସ୍ଥ ଲିବାନୋନ ସମସ୍ଥଳୀରେ ଥିବା ବାଲ୍ଗାଦ୍ ପର୍ଯ୍ୟନ୍ତ ସମସ୍ତ ଦେଶ ହସ୍ତଗତ କଲେ; ପୁଣି ସେମାନଙ୍କର ସମସ୍ତ ରାଜାଙ୍କୁ ଧରି ଆଘାତପୂର୍ବକ ବଧ କଲେ।