Joshua 11:19 — Compare Translations
5 translations compared side by side
Odia - 1840
"କବଳେ ଗୋଟିଏ ନଗର ଇଶ୍ରାୟେଲ ସହିତ ଶାନ୍ତି ଚକ୍ସ୍ଟକ୍ତି କଲେ। ତାହା ଥିଲା ଗିବିଯୋନ ନିବାସୀ ହିଦ୍ଦୀଯ। ଅନ୍ୟ ସମସ୍ତ ସହର ୟକ୍ସ୍ଟଦ୍ଧ ରେ ଧ୍ବଂସପ୍ରାଲ୍ଗ ହେଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଗିବିୟୋନ୍ ନିବାସୀ ହିବ୍ବୀୟ ଲୋକମାନଙ୍କ ଛଡ଼ା ଆଉ କୌଣସି ନଗରୀୟ ଲୋକମାନେ ଇସ୍ରାଏଲ-ସନ୍ତାନଗଣ ସଙ୍ଗରେ ସନ୍ଧି କଲେ ନାହିଁ; ସେମାନେ ଯୁଦ୍ଧ କରି ଅନ୍ୟ ସମସ୍ତ ହସ୍ତଗତ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
କେବଳ ଗୋଟିଏ ନଗର ଇସ୍ରାଏଲ ସହିତ ଶାନ୍ତି ଚୁକ୍ତି କଲେ। ତାହା ଥିଲା ଗିବିୟୋନ ନିବାସୀ ହିବ୍ବୀୟ। ଅନ୍ୟ ସମସ୍ତ ସହର ଯୁଦ୍ଧରେ ଧ୍ୱଂସପ୍ରାପ୍ତ ହେଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଗିବୀୟୋନ୍ ନିବାସୀ ହିବ୍ବୀୟ ଲୋକମାନଙ୍କ ଛଡ଼ା ଆଉ କୌଣସି ନଗରୀୟ ଲୋକମାନେ ଇସ୍ରାଏଲ-ସନ୍ତାନଗଣ ସଙ୍ଗରେ ସନ୍ଧି କଲେ ନାହିଁ; ସେମାନେ ଯୁଦ୍ଧ କରି ଅନ୍ୟ ସମସ୍ତ ହସ୍ତଗତ କଲେ।
Odia IRV 2017 (ଓଡିଆ ବାଇବେଲ)
ଗିବୀୟୋନ୍ ନିବାସୀ ହିବ୍ବୀୟ ଲୋକମାନଙ୍କ ଛଡ଼ା ଆଉ କୌଣସି ନଗରୀୟ ଲୋକମାନେ ଇସ୍ରାଏଲ ସନ୍ତାନଗଣ ସଙ୍ଗରେ ସନ୍ଧି କଲେ ନାହିଁ; ସେମାନେ ଯୁଦ୍ଧ କରି ଅନ୍ୟ ସମସ୍ତ ହସ୍ତଗତ କଲେ।