Joshua 11:2 — Compare Translations

5 translations compared side by side

Odia - 1840
"ଏବଂ ପକ୍ସ୍ଟଣି ଉତ୍ତର ପାର୍ବତୀଯ ଦେଶର ରାଜାଗଣଙ୍କକ୍ସ୍ଟ ଆରବଙ୍କକ୍ସ୍ଟ, ଗାଲିଲି ହ୍ରଦର ଦକ୍ଷିଣକକ୍ସ୍ଟ, ପଶ୍ଚିମସ୍ଥ ପାର୍ବତୀଯ ମାଳଭୂମିକକ୍ସ୍ଟ ଓ ପଶ୍ଚିମ ରେ ଦଫୋନ ଦୋରଙ୍କକ୍ସ୍ଟ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଉତ୍ତର ଦେଶୀୟ ପର୍ବତରେ ଓ କିନ୍ନେରତର ଦକ୍ଷିଣସ୍ଥ ପଦାଭୂମିରେ ଓ ତଳଭୂମିରେ ଓ ପଶ୍ଚିମସ୍ଥ ଦୋର ନାମକ ଉପପର୍ବତରେ ଥିବା ରାଜଗଣ ନିକଟକୁ,
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ଉତ୍ତର ପାର୍ବତୀୟ ଦେଶର ରାଜାଗଣଙ୍କୁ ଆରବଙ୍କୁ, ଗାଲିଲୀହ୍ରଦର ଦକ୍ଷିଣକୁ, ପଶ୍ଚିମସ୍ଥ ପାର୍ବତୀୟ ମାଳଭୂମିକୁ ଓ ପଶ୍ଚିମରେ ଦଫୋନ ଦୋରଙ୍କୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ଉତ୍ତର ଦେଶୀୟ ପର୍ବତରେ ଓ କିନ୍ନେରତ୍‍ର ଦକ୍ଷିଣସ୍ଥ ପଦାଭୂମିରେ ଓ ତଳଭୂମିରେ ଓ ପଶ୍ଚିମସ୍ଥ ଦୋର ନାମକ ଉପପର୍ବତରେ ଥିବା ରାଜାଗଣ ନିକଟକୁ,
Odia IRV 2017 (ଓଡିଆ ବାଇବେଲ)
ପୁଣି ଉତ୍ତର ଦେଶୀୟ ପର୍ବତରେ ଓ କିନ୍ନେରତ୍‍ର ଦକ୍ଷିଣସ୍ଥ ପଦାଭୂମିରେ ଓ ତଳଭୂମିରେ ଓ ପଶ୍ଚିମସ୍ଥ ଦୋର ନାମକ ଉପପର୍ବତରେ ଥିବା ରାଜାଗଣ ନିକଟକୁ,