Joshua 11:21 — Compare Translations
5 translations compared side by side
Odia - 1840
"ସହେି ସମୟରେ ୟିହୋଶୂଯ ଆସି ପର୍ବତମଯ ଦେଶରକ୍ସ୍ଟ, ହିବ୍ରୋଣରକ୍ସ୍ଟ, ଦବୀରରକ୍ସ୍ଟ, ଅନାବରକ୍ସ୍ଟ, ଓ ୟିହକ୍ସ୍ଟଦାର ସମସ୍ତ ପର୍ବତମଯ ଦେଶରକ୍ସ୍ଟ ଓ ଇଶ୍ରାୟେଲର ସମସ୍ତ ପର୍ବତମଯ ଦେଶରକ୍ସ୍ଟ ଅନାକୀଯମାନଙ୍କୁ ହତ୍ଯା କଲେ। ଯିହାଶୂେୟ ସମାନଙ୍କେ ନଗର ସମତେ ସମାନଙ୍କେୁ ବର୍ଜିତ ରୂପେ ନିବାସ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ସେହି ସମୟରେ ଯିହୋଶୂୟ ଆସି ପର୍ବତମୟ ଦେଶରୁ, ହିବ୍ରୋଣରୁ, ଦବୀରରୁ, ଅନାବରୁ ଓ ଯିହୁଦାର ସମସ୍ତ ପର୍ବତମୟ ଦେଶରୁ ଓ ଇସ୍ରାଏଲର ସମସ୍ତ ପର୍ବତମୟ ଦେଶରୁ ଅନାକୀୟମାନଙ୍କୁ ଉଚ୍ଛିନ୍ନ କଲେ; ଯିହୋଶୂୟ ସେମାନଙ୍କ ନଗର ସମେତ ସେମାନଙ୍କୁ ବର୍ଜିତ ରୂପେ ବିନାଶ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ସମୟରେ ଯିହୋଶୂୟ ଆସି ପର୍ବତମୟ ଦେଶରୁ, ହିବ୍ରୋଣରୁ, ଦବୀରରୁ, ଅନାବରୁ, ଓ ଯିହୁଦାର ସମସ୍ତ ପର୍ବତମୟ ଦେଶରୁ ଓ ଇସ୍ରାଏଲର ସମସ୍ତ ପର୍ବତମୟ ଦେଶରୁ ଅନାକୀୟମାନଙ୍କୁ ହତ୍ୟା କଲେ। ଯିହୋଶୂୟ ସେମାନଙ୍କ ନଗର ସମେତ ସେମାନଙ୍କୁ ବର୍ଜିତ ରୂପେ ନିବାସ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ସେହି ସମୟରେ ଯିହୋଶୂୟ ଆସି ପର୍ବତମୟ ଦେଶରୁ, ହିବ୍ରୋଣରୁ, ଦବୀରରୁ, ଅନାବରୁ ଓ ଯିହୁଦାର ସମସ୍ତ ପର୍ବତମୟ ଦେଶରୁ ଓ ଇସ୍ରାଏଲର ସମସ୍ତ ପର୍ବତମୟ ଦେଶରୁ ଅନାକୀୟମାନଙ୍କୁ ଉଚ୍ଛିନ୍ନ କଲେ; ଯିହୋଶୂୟ ସେମାନଙ୍କ ନଗର ସମେତ ସେମାନଙ୍କୁ ବର୍ଜିତ ରୂପେ ବିନାଶ କଲେ।
Odia IRV 2017 (ଓଡିଆ ବାଇବେଲ)